Breaking News

ଜିଲ୍ଲପାଳ ଙ୍କ ଆହ୍ୱାନ " ଘରେ ଘରେ ତ୍ରିରଙ୍ଗା "କାର୍ଯ୍ୟକ୍ରମ ରେ ସାମିଲ ହୁଅନ୍ତୁ |   (11-Aug-2026)       ||      ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ ରେଯୁବ ରେଡ଼କ୍ରସ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ |    (11-Aug-2026)       ||      ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||     

ଜରଡ଼ା ଜଙ୍ଗଲରେ ମାଓବାଦୀ ପୋଲିସ ମୁହାଁମୁହିଁ, ଦୁଇ ମାଓବାଦୀ ନିହତ |

22-Feb-2026

ମାଓବାଦୀ-ପୁଲିସ ମୁହାଁମୁହିଁ : କରଡା ଜଙ୍ଗଲରେ ଏନକାଉଣ୍ଟର, ଦୁଇ ମାଓବାଦୀ ନିହତ

ଓଡିଶା ଜନମତ,କନ୍ଧମାଳ, ତା, ୨୨/୦୨:

ସଞ୍ଜୟ କୁମାର ପାଣିଗ୍ରାହୀ): --

କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିବା ବେଳେ ଏଥିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। କନ୍ଧମାଳ ଜିଲ୍ଲାର ରାଇକିଆ ଥାନା ଅନ୍ତର୍ଗତ କରଡା ଜଙ୍ଗଲରେ ମାଓ ଗତିବିଧି ସୂଚନା ପାଇ ଏସଓଜି ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଏହି ସମୟରେ ଜଙ୍ଗଲରେ ଲୁଚିଥିବା ମାଓବାଦୀମାନେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା କ୍ୟାଡର ଥିବା ଜଣାପଡିଛି। ମାର୍ଚ୍ଚ ଶେଷ ସୁଦ୍ଧା ମାଓବାଦୀଙ୍କ ମୂଳୋତ୍ପାଟନ ପାଇଁ ଯେଉଁ ପ୍ରକ୍ରିୟା ଚାଲିଛି, ସେଥିରେ କନ୍ଧମାଳ ଜିଲାରେ କିଛି ମାଓବାଦୀ ଆତ୍ମଗୋପନ କରିଛନ୍ତି । ଏହାକୁ ନେଇ କିଛି ଦିନ ହେଲା କମ୍ବିଂକୁ ଜୋରଦାର କରାଯାଇଛି । ଗତ ସପ୍ତାହରେ ରାଇକିଆ ଥାନା ଇନ୍ଦ୍ରଗଡ ପଞ୍ଚାୟତ ରେ ମଧ୍ୟ ପୋଲିସ ମାଓବାଦୀ ମୁହମୁହିଁ ହେବା ସହ ଗୁଳିବିନମୟ ହୋଇଥିଲା । ଏଥିରେ ମାଓବାଦୀ ମାନେ ଛତ୍ରଭଙ୍ଗ ଦେଇଥିଲେ । ଉକ୍ତ ଜଙ୍ଗଲରେ ଏବେବି କମ୍ଵିଂ ଅପରେସନ ଜାରି ରହିଛି।

News Comment

You Might Also Like

BACK TO TOP