Breaking News

ଛତ୍ରପୁର ଶାଖା ଅବସର ସରକାରୀ କର୍ମଚାରୀ ସଙ୍ଘର ମାସିକ ବୈଠକ ଅନୁଷ୍ଠିତ ||   (11-Aug-2026)       ||      ବିନାୟକ ମନ୍ଦିର ର ଉନ୍ନତି ଲାଗି ହାତ ବଢ଼ାଇଲେ ସମାଜ ସେବୀ ଦୀପକ ମୁଦୁଲି |    (11-Aug-2026)       ||      ମାଲେସିଆ ରୁ କଲିକତା ଆସୁଥିବା ବିମାନ ପାଇଲେଟ ଙ୍କଉପସ୍ଥିତ ବୁଦ୍ଧିଯୋଗୁ ସମସ୍ତ ଯାତ୍ରୀ ସୁରକ୍ଷିତ ରେ ଓଲ୍ଲାହିଁଲେ |   (11-Aug-2026)       ||      ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||     

ବାଲିଗୁଡା ବେଲଘର ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣାରେ ପୁଣି ତିନି ଶିକାରୀ ଗିରଫ |

22-Feb-2026

ବେଲଘର ହାତୀ ମୃତ୍ୟୁ ଘଟଣା ରେ ପୁଣି   ୩ ଶିକାରୀ ଗିରଫ ,

                     ଓଡିଶା ଜନ ମତ,ବ୍ୟୁରୋ,

ବାଲିଗୁଡା ବନଖଣ୍ଡ ର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ତିନି ଜଣ ଶିକାରୀ କୁ ଗିରଫ କରିଛି ବନ ବିଭାଗ l ଗିରଫ ତିନି ଜଣ ଶିକାରୀ ମୁଣ୍ଡୁଟି ଜଙ୍ଗଲ ରେ ଜାନୁଆରୀ ୪ ତାରିଖ ଦିନ ବାରହା ଶୀକାର କରିବା ପାଇଁ ବିଦ୍ୟୁତ ତାର ବିଛାଇଥିଲେ l କିନ୍ତୁ ବିଦ୍ୟୁତ ଫାସ ରେ ବାରହା ବଦଳରେ ଏକ ହାତୀ ପଡ଼ିଥିବା ବେଳେ ଜାନୁଆରୀ ୫ ତାରିଖ ଦିନ ବିଦ୍ୟୁତ ସଂସ୍ପର୍ଶ ରେ ଆସି ହାତୀ ର ମୃତ୍ୟୁ ହୋଇଥିଲା l ତେବେ ହାତୀ ମୃତ୍ୟୁ ଘଟଣା ରେ ବନ ବିଭାଗ ତଦନ୍ତ କରିବା ସମୟରେ ଏହି ତିନି ଜଣ ଶିକାରୀ କୁ ଜେରା କରିବା ବେଳେ ବିଦ୍ୟୁତ ତାର ବିଛେଇବା ସହ ହାତୀ ର ମୃତ୍ୟୁ ପରେ ବି ଘଟଣା ସ୍ଥଳରେ ଉପସ୍ଥିତ ରହିଥିବା ସତ ଉଗାଳିଥିଲେ l ଗିରଫ ତିନି ମୁଖ୍ୟ ଅଭିଯୁକ୍ତ ହେଲେ ବେଲଘର ରେଞ୍ଜ ଝିରିପାଣି ଗାଁ ର କ୍ଷମା ପାତ୍ର, ବୃଷଭ ପାତ୍ର ଓ ଗୋକୁଳ ପାତ୍ର l ପୂର୍ବରୁ ଫେବୃଆରୀ ୪ ତାରିଖ ରେ ଝିରିପାଣି ଅଂଚଳ ର ଅନ୍ୟ ୩ ଶିକାରୀ କୁ ଗିରଫ କରିବା ସହ ତିନି ଦେଶୀ ବନ୍ଧୁକ, ବିଦ୍ୟୁତ ତାର, ଛାଲ,ସିଙ୍ଘ ସମେତ ବନ୍ୟ ଜୀବ ଜନ୍ତୁ ଙ୍କ କଙ୍କାଳ ଆଦି ଜବତ କରିଥିଲା ବନ ବିଭାଗ l   ତେବେ ବେଲଘର ରେଞ୍ଜ ମୁଣ୍ଡୁଟି ଜଙ୍ଗଲ ରେ ହାତୀ ମୃତ୍ୟୁ ଘଟଣା ରେ ଏଯାବତ ଛଅ ଜଣ ଶିକାରୀ,ଫେରାର ଡେପୁଟି ରେଞ୍ଜର ଙ୍କ ଡ୍ରାଇଭର,ଜେସିବି  ଅପେରେଟର ସମେତ ମୋଟ ୧୧ ଜଣ ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି l ହାତୀ ମୃତ୍ୟୁ ପରେ ଘଟଣା କୁ ଚପେଇଦେବା କୁ ଉଦ୍ୟମ କରି ହାତୀ  ମୃତ ଶରୀର କୁ ୩୨ଖଣ୍ଡ କରି କାଟି ମାଟି ତଳେ ପୋତି ଦେଇଥିବା ଫେରାର ଡେପୁଟି ରେଞ୍ଜର ବିନୟ କୁମାର ବିଶି ଙ୍କୁ ନିଲମ୍ବନ କରାଯାଇଛି l ସେହିପରି ତଦନ୍ତ ରିପୋର୍ଟ କୁ ଚପେଇଦେବା ନେଇ ଏସିଏଫ ସୂର୍ଯ୍ୟକାନ୍ତ ବେହେରା ଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି l

News Comment

You Might Also Like

BACK TO TOP