Breaking News

U P S C ରେ 16ନଂ ରେଙ୍କରେ କମାଲ କଲେ ଦାରିଙ୍ଗିବାଡ଼ି ଝିଅ ମୋଲାଲିସା ସାହୁ |   (21-Oct-2026)       ||      ଜନ ଆନ୍ଦୋଳନ କାରି ଯୁବ ନେତାଙ୍କ ଗିରଫକୁ ତୀବ୍ର ନିନ୍ଦା |   (21-Oct-2026)       ||      ଖୋର୍ଦ୍ଧା ବଡି ଜୋନ ପକ୍ଷରୁ 22ତମ ରାବଣ ପୋଡି ଉତ୍ସବ ଅନୁଷ୍ଠିତ |   (21-Oct-2026)       ||      ଖୋର୍ଦ୍ଧା ତୋଟା ପଡା ଶିଶୁଆ ହତ୍ୟା କାଣ୍ଡ ର 48ଘଣ୍ଟା ମଧ୍ୟରେ ଫର୍ଦ୍ଦା ଫାଶ କଲା ପୋଲିସ |   (21-Oct-2026)       ||      ଦୁଇ କିମି ରାସ୍ତାରେ 26,ଗୋଟି ହମ୍ପସ ଦୁର୍ଘଟଣା ବଢୁଛି, ପ୍ରତିକାର ଦାବି |   (21-Oct-2026)       ||      ଦଶହରା ରେ ଖମ୍ବ ସ୍ଥାପନ, ତିନି ମାସପରେ ମା ମଙ୍ଗଳା ଙ୍କ ଯାତ୍ରା |   (21-Oct-2026)       ||      ରଣ ଝାଲୀ ରୋଡ଼ ନିକଟରେ ଅଟୋ ଧକ୍କାରେ ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା |   (19-Oct-2026)       ||      ତନ୍ତ୍ର ପୀଠ ଦକ୍ଷିଣ କାଳୀଙ୍କ ସରିଲା ଷୋଡଶ ଉପଚାର ପୂଜା ||   (19-Oct-2026)       ||      ଖଲ୍ଲିକୋଟ ବାଡ଼ ଯାତ୍ରାକୁ ପୁରିଲା 75 ବର୍ଷ, ଧୁମ, ଧାମ ରେ ପାଳନ ହେଉଛି ସାହି ଯାତ୍ରା |   (19-Oct-2026)       ||      ଝରକା ସଂରକ୍ଷିତ ଜଙ୍ଗଲରୁ ଶାଳ କାଠ ବୋଝେଇ ପିକପ ଭେନ ଜବତ, 3ଅଟକ ||   (19-Oct-2026)       ||      ଦୟାନିଧି ପୁର ଶାସନ ରେ ଥିବା କନକ ଦୁର୍ଗା ମହା ଗୌରୀ ବେଶ ରେ ଦର୍ଶନ ଦେଲେ |    (19-Oct-2026)       ||      ମା ତାରା ତାରିଣୀ ଙ୍କ ପୀଠରେ ସରିଲା ଷୋଡଶ ଦିନ ପୂଜା, ଆଜି ମହାକାଳୀ ବେଶରେ ଦର୍ଶନ ଦେବେ ମାଆ |   (19-Oct-2026)       ||      ତାରା ତାରିଣୀ ଙ୍କ ପୀଠରେ ଚାଲିଥିବା ଷୋଡଶ ଦିନାତ୍ମକ ପୂଜା ଶେଷ |    (19-Oct-2026)       ||      ନିଜ ଗାଁ କୁ ଫେରିଲା ମୃତ ଦେହ ଦାଦନ ଖଟିବାକୁ ଯାଇ ଶବ ହୋଈ ଫେରିଲେ |   (18-Oct-2026)       ||      ଖଲ୍ଲିକୋଟ ବ୍ଳକ କଂଗ୍ରେସ ର କର୍ମକର୍ତ୍ତା ଓ ନେତୃତ୍ୱ ମଣ୍ଡଳୀ ଙ୍କ ସମୀକ୍ଷା ବୈଠକ ||   (18-Oct-2026)       ||      କହ୍ନେଇ ପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହାତ୍ସବ "ସୁରଭି -26`ଅନୁଷ୍ଠିତ |   (18-Oct-2026)       ||      ଖଲ୍ଲିକୋଟ ମାର୍ଦରାଜ ବଂଶର ପ୍ରତିଷ୍ଠିତ ଦେବୀ ମା ବହୁତି ଙ୍କ ପୀଠରେ ନବରାତ୍ରି ମହୋତ୍ସବ |   (18-Oct-2026)       ||      ଟ୍ରାଫିକ ସମସ୍ୟା ର ସମାଧାନ ପାଈଁ ପଦ୍ମପୁର ରେ ପୋଲିସ ଓ ଓକିଲ ସଙ୍ଘର ଆଲୋଚନା |   (18-Oct-2026)       ||      ରାୟଗଡା ଜିଲ୍ଲା 326ନଂ ଜାତୀୟ ରାଜପଥ ଗୁମ୍ମା ଘାଟିରେ ଭୟଙ୍କର ସଡ଼କ ଦୁର୍ଘଟଣା |   (17-Oct-2026)       ||      ଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ଓ ଚଳ ଚଞ୍ଚଳ କଲ୍ୟାଣସିଂହ ପୁର ସହର |    (17-Oct-2026)       ||     

ଡାବୁଙ୍ଗା ଥାନା ମହେନ୍ଦ୍ରି ଗ୍ରାମ ନିକଟରେ ଅଜଣା ଗାଡି ଧକ୍କାରେ ବୃଦ୍ଧ ଙ୍କ ମୃତ୍ୟୁ |

22-Feb-2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ଙ୍କ ମୃତ୍ୟୁ,

      ଓଡିଶା ଜନ ମତ ବ୍ୟୁରୋ, 

ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ମହେନ୍ଦ୍ରି ଗ୍ରାମ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧ ଙ୍କ ମୃତ୍ୟୁ ହୋଇଛି। ମୃତ ବୃଦ୍ଧ ଜଣକ ଡାବୁଗାଁ ଥାନା ଅନ୍ତର୍ଗତ ମୁଣ୍ଡାଗୁଡା ଗ୍ରାମ ର କୃଷ୍ଣ ଭତରା (୭୦) ବୋଲି ଜଣା ପଡିଛି। ଏ ନେଇ ଡାବୁଗାଁ ଥାନାରେ ମୃତ ବୃଦ୍ଧ ର ସମ୍ପର୍କୀୟ ଏତଲା ଦେବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାଇ ଗତ ୨୦ ତାରିଖ ଶୁକ୍ରବାର ଦିନ ମୁଣ୍ଡାଗୁଡା ଗ୍ରାମ ର କୃଷ୍ଣ ଭତରା (୭୦) କୌଣସି କାର୍ଯ୍ୟରେ ଡାବୁଗାଁ ଥାନା ଅନ୍ତର୍ଗତ ମହେନ୍ଦ୍ରୀ ଗ୍ରାମ ରାଜ୍ୟ ରାଜପଥ ନିକଟ ଧାନ ମିଲ କୁ ଆସିଥିଲେ। ସେଠାରେ କାର୍ଯ୍ୟ ସାରି ସନ୍ଧ୍ୟା ୭ ଘଣ୍ଟ ସମୟରେ ନିଜ ଗ୍ରାମ କୁ ଯିବାକୁ ବାହାରିଥିଲେ। ତେବେ ରାଜ୍ୟ ରାଜପଥ ଉପରେ ମହେନ୍ଦ୍ରି ଗ୍ରାମ ଛକରେ ରାସ୍ତା ପାର ହେଉଥିବା ସମୟରେ ଏକ ଅଜଣା ଗାଡି ବୃଦ୍ଧ କୁ ଧକ୍କା ଦେଇ ଚାଲି ଯାଇଥିଲା। ଗୁରୁତର ଅବସ୍ଥାରେ ବୃଦ୍ଧ କୃଷ୍ଣ ଭତରା ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ନବରଙ୍ଗପୁର ସରକାରୀ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବିଳମ୍ବିତ ରାତ୍ରରେ ଚିକିତ୍ସିତ ଅବସ୍ଥାରେ କୃଷ୍ଣ ଭତରା ଙ୍କ ମୃତ୍ୟୁ ଘଟିଥିଲା । ଏ ନେଇ ମୃତ କୃଷ୍ଣ ଭତରା ଙ୍କ ସମ୍ପର୍କୀୟ ଡାବୁଗାଁ ଥାନାରେ ଏତଲା ଦେବାପରେ ପୁଲିସ କେସ ନମ୍ବର ୩୫/୨୬ ରେ ମାମଲା ରୁଜୁ କରିଥିଲେ। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରାଯାଇଥିବା ବେଳେ ପୁଲିସ ଏ ଏସ ଆଇ ଚନ୍ଦ୍ର ଶେଖର ହଜାରି ଘଟଣା ର ତଦନ୍ତ କରୁଛନ୍ତି।

News Comment

You Might Also Like

BACK TO TOP