Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ଗାଡି ଧକ୍କାରେ ବାଇକ ଚାଳକ ଙ୍କ ମୃତ୍ୟୁ |

22-Feb-2026

ରାସ୍ତା ଦୁର୍ଘଟଣା ରେ ଯୁବକଙ୍କ ମୃତ୍ୟୁ |

   ଓଡିଶା ଜନ ମତ ବ୍ୟୁରୋ,

ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅଧୀନ ମାଣପୁର -ବାଲିସାହି ରାସ୍ତାରେ ଏକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବାରୁଡା ପଞ୍ଚାୟତ ଅଧୂନ ବିଲିପଡା ଗ୍ରାମର ଭଜ ନାୟକଙ୍କ ପୁଅ ପ୍ରଭାତ ନାୟକ ( ୨୩ ) । ସେ ବାଲିସାହିକୁ ଏକ ପାରିବାରିକ ଭୋଜି କାର୍ଯ୍ୟକୁ ଯୋଗଦେବାକୁ ଯାଇଥିଲେ। ଏହି ସମୟରେ ମାଣପୁର ନିକଟରେ ଏକ ଅଜଣା ଗାଡି ଧକ୍କା ଦେବାରୁ ନିକଟ ଗଛରେ ପିଟି ହୋଇ ଯାଇଥିବା ପରିବାର ଲୋକ ଥାନାରେ ଅଭିଯୋଗ କରିଥିବା ଥାନା ଅଧୂକାରୀ ଶୁଭଲକ୍ଷ୍ମୀ ପୂଜାରୀ ସୂଚନା ଦେଇଛନ୍ତି। ତୁରନ୍ତି ତାଙ୍କୁ ଗୁରୁତର ଅବସ୍ଥାରେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ। ଏହାପରେ ପୁଲିସ କେସ ନମ୍ବର ୬୦/୨୬ ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ତଦନ୍ତ ଆରମ୍ଭ କରିଛି।

News Comment

You Might Also Like

BACK TO TOP