Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ପୁଅର ଠେଙ୍ଗା ମାଡ଼ରେ ବାପା ଗୁରୁତର |

23-Feb-2026

ପୁଅର ଠେଙ୍ଗା ମାଡ଼ରେ  ପିତା ଗୁରୁତର, ଡାକ୍ତର ଖାନା ରେ ଚିକିତ୍ସା ପାଇଁ ଭର୍ତ୍ତି,

ଓଡିଶ ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ ,ବ୍ରହ୍ମପୁର,

ଦିଗପହଣ୍ଡି ଥାନା ଅନ୍ତର୍ଗତ ବି ତୁରୁବୁଡି ପଞ୍ଚାୟତ ଦସିପୁର ଗ୍ରାମର ବୁଲୁ ରେଡ଼ି ନାମକ ଜଣେ ବ୍ୟକ୍ତି କୁ ପୁଅ ଧନୁ ରେଡ଼ି ଅତର୍କିତ ଭାବେ କାତିରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଖବର ରୁ ଜଣାପଡିଛି ଯେ ଧନୁ ବାହାର ରାଜ୍ୟରେ କାମ କରୁଛି ଓ ବେଳେ ବେଳେ ଗାଁ କୁ ଆସି ମଦ ପିଇ ଘରେ ଗଣ୍ଡଗୋଳ କରିବା ସହ ନିଜ ସ୍ତ୍ରୀ, ବାପା ମା ସମସ୍ତଙ୍କୁ ମାରଧର କରି ମଦ ପିଇବା ପାଇଁ ଟଙ୍କା ମାଗେ। ନହେଲେ ଘରେ ଅଶାନ୍ତି ସୃଷ୍ଟି କରୁଛି।ଗତ ଶନିବାର ରାତିରେ ହଠାତ୍ ଘରକୁ ଆସି ମଦ ପିଇବା ପାଇଁ ବାପାକୁ ଟଙ୍କା ମାଗିଲା। ବାପା ମନା କରିବାରୁ ଉତ୍ୟକ୍ତ ହୋଇ ଆତର୍କିତ ଭାବେ ବାପାକୁ ମାରଣାସ୍ତ୍ର ରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପରିବାର ଲୋକେ ଗୁରୁତର ବୁଲୁକୁ ଚିକିତ୍ସା ପାଇଁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଧନୁକୁ ଗ୍ରାମରୁ କାବୁ କରିବା ସହ ରକ୍ତ ଭିଜା ଠେଙ୍ଗା ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP