Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ହାଇୱା ଧକ୍କାରେ ଯୁବକ ଗୁରୁତର

23-Feb-2026

ରାଜ ସୁନାଖଳା ନିକଟରେ ହାଇୱା ଧକ୍କାରେ ଯୁବକ ଗୁରୁତର:

ଓଡିଶା ଜନ ମତ ବ୍ୟୁରୋ, 

 ନୟାଗଡ଼ ଜିଲ୍ଳାର ବିଭିନ୍ନ ସ୍ଥାନରେ  ହାଇୱା ଧକ୍କାରେ ଲୋକଙ୍କ ଜୀବନ ହାନୀ ହେବା ସହ ଗୁରୁତର ହେବାର ଘଟଣା ବଢ଼ି ଚାଲିଛି | ଆଜ ଗୋଟି ହାଇୱ ଧକ୍କାରେ ଜଣେ ଗୁରୁତର ହୋଇ ମେଡିକାଲ ରେ ଚିକିତ୍ସା ହେଉଥିଲ ବେଳେ,  ପୂର୍ବରୁ କିଛିଦିନ ତଳେ , ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାରେ  ହାଇୱା ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟି ଥିବା ବେଳେ ସୋମବାର ଦିନ ଅପରାହ୍ନ ସମୟରେ ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ହାଇୱା ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ଥିବାର ଦେଖିବାକୁ ମିଳିଛି। ଯୁବକ ଜଣଙ୍କ ହେଉଛନ୍ତି ବଧିପାଟଣା ଗ୍ରାମର ଜ୍ଞାନ ରଞ୍ଜନ ସାହୁ (୩୨)ବୟସ । ଯୁବକ ଜଣଙ୍କ ନିଜ ଗ୍ରାମକୁ ଯାଉଥିବାବେଳେ ବିପରୀତ ପାର୍ଶ୍ବରୁ ଆସୁ ଥିବା ଏକ ହାଇୱା ଗାଡ଼ି ନମ୍ବର ଓ ଡି ୦୭ ବି ଏ ୦୧୪୪ ଯୁବକକୁ ଧକ୍କା ଦେଇ ଥିଲା । ଫଳରେ ଯୁବକ ଜଣଙ୍କ ଗୁରୁତର ହୋଇ ପଡ଼ି ଥିଲେ । ସ୍ଥାନୀୟ ଲୋକମାନେ ଯୁବକକୁ ଉଦ୍ଧାର କରି ପ୍ରଥମେ ରାଜସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ କରିଛନ୍ତି। ରାଜସୁନାଖଳା ଫାଣ୍ଡି ଅଧିକାରୀ ରମେଶ ଚନ୍ଦ୍ର ଜେନା ଓ ଫାଣ୍ଡି ପୋଲିସ ଗାଡ଼ିକୁ ଜବତ କରିଛନ୍ତି ।

News Comment

You Might Also Like

BACK TO TOP