Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲ ର ବାର୍ଷିକ ଉତ୍ସବ ପାଳିତ |

24-Nov-2024

ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକଉତ୍ସବପାଳିତ,

         ଓଡିଶା  ଜନମତ  ବ୍ୟୁରୋ,

ବାଲିଗୁଡା,୨୪/୧୧:--- କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷମାଲ୍ୟାର୍ପଣ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ସମ୍ମାନିତ ଅତିଥି ଭାବେ ଆଦିବାସୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ସମ୍ବଲପୁରର ରାଇରଖୋଲ ସ୍ଥିତ ବୃନ୍ଦାବନ ବିହାର ପ୍ରଭୁଜୀ ଇଂରାଜୀ ମିଡିୟମ ସ୍କୁଲର ପ୍ରିନ୍ସିପାଲ୍ ରଞ୍ଜନ କୁମାର ପଟ୍ଟନାୟକ, ସହକାରୀ ଶିକ୍ଷକ ତୀର୍ଥବାସୀ ଘଡାଇ, ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲ ପରିଚାଳନା କମିଟି ର ସଭାପତି ଶ୍ରୀମତୀ ଗୀତା ପାତ୍ର, ପ୍ରିନ୍ସିପାଲ ରବି ନାରାୟଣ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ | ସ୍କୁଲର ପ୍ରିନ୍ସପାଲ ଶ୍ରୀ ମିଶ୍ର ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ତିନି ବର୍ଷ ମଧ୍ୟରେ ସ୍କୁଲରେ ଉନ୍ନତ ମାନର ଶିକ୍ଷା ସହ ଆଶାତିତ ଛାତ୍ର ଛାତ୍ରୀ ସଂଖ୍ୟା ବୃଦ୍ଧି ଏବଂ ନର୍ସରୀରେ ପଢ଼ୁଥିବା ଛାତ୍ର ଆଦିଭିକ ପାଢ଼ୀ ଇଣ୍ଡିଆ ଵୁକ୍ ଅଫ ରେକର୍ଡ କରି ବିଦ୍ୟାଳୟ ପାଇଁ ଗୌରବ ଆଣି ପାରିଥିବା ବିଷୟ ହିଁ ସ୍କୁଲର ସଫଳତା ବୋଲି କହି ପାରିବା ବୋଲି ଉପସ୍ଥିତ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ  l ସ୍କୁଲ ତରଫରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନ ପତ୍ର ସହ ପୁରସ୍କୃତ କରାଯାଇଥିଲା l ଶେଷରେ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l  ଏଥିରେ ସମସ୍ତ  ଅଭିଭାବକଙ୍କ ସମେତ ସ୍କୁଲର ଇଂ. ଅଭିଜିତ ମିଶ୍ର, ପ୍ରିୟ ଦର୍ଶନୀ ଶତପଥି, ଶ୍ରଦ୍ଧାଞ୍ଜଳି ମଲ୍ଲିକ, ସରିତା ଡାକୁଆ, ସୁନିତା ମଲ୍ଲିକ, ସରିତା ସାହୁ  ସୂଦୀପ୍ତା ନାୟକ, ଶିବାନୀ ସାହୁ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP