Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ଅନ୍ତର ପଡ଼ାରେ ବନାଗ୍ନି ପ୍ରତିରୋଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

24-Feb-2026

ଅନ୍ତରପଡାରେ ବନାଗ୍ନି ପ୍ରତିରୋଧ ସଚେତନତା  କାର୍ଯ୍ୟକ୍ରମ

ଓଡିଶା ଜନ ମତ, ବୁଗୁଡା, ୨୪/୦୨/୨୬ :  (ଡ. କୁମୁଦ ଚନ୍ଦ୍ର ବେହେରା :-

 ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ ବୁଗୁଡା ବନାଞ୍ଚଳର ବାଲିପଦର ସେକ୍ସନ ପକ୍ଷରୁ ଫେବୃୟାରୀ ୨୪ ତାରିଖ ଦିନ ଅନ୍ତରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ବନାଗ୍ନି ପ୍ରତିରୋଧ ସଚେତନତା କାର୍ଯ୍ୟକ୍ରମ " ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମ ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ଜେନାଙ୍କ ସଂଯୋଜନା ଓ ଏସଏମସି ସଭାନେତ୍ରୀ ରଞ୍ଜୁଳାତ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବନାଞ୍ଚଳ ଅଧିକାରୀ ମାନସ କୁମାର ସାହୁ , ମୁଖ୍ୟବକ୍ତା ଭାବେ ତାଳସାକର ହାଇ ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ପ୍ରକୃତି ମିତ୍ର ଗୌରୀଶଙ୍କର ମିଶ୍ର, ସମ୍ନାନୀତ ଅତିଥି ଭାବେ ତାଳସାକର ୟୁ.ପି. ସ୍କୁଲ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସେଠୀ ଓ ବନପାଳ ସୁକାନ୍ତ କୁମାର ପଟ୍ଟନାୟକ ଯୋଗଦେଇଥିଲେ। ଏହି ସଭାରେ ରେଞ୍ଜ ଅଫିସର ଶ୍ରୀ ସାହୁ, ପ୍ରକୃତି ମିତ୍ର ଶ୍ରୀ ମିଶ୍ର, ପ୍ରଧାନ ଶିକ୍ଷକ ଶ୍ରୀ ସେଠୀ ଓ ଫରେଷ୍ଟର ଶ୍ରୀ ପଟ୍ଟନାୟକ ଶିକ୍ଷାର୍ଥୀମାନଙ୍କୁ ବନାଗ୍ନି କୁ କିପରି ପ୍ରତିରୋଧ କରାଯାଇପାରିବ ବୁଝାଇଥିଲେ। ଜଙ୍ଗଲରେ ଅଗ୍ନି ଲାଗିବା ଦ୍ୱାରା ବହୁ ମୂଲ୍ୟବାନ ବୃକ୍ଷ ସମେତ ବହୁ ଔଷଧୀୟ ବୃକ୍ଷ ଲତା ପୋଡି ନଷ୍ଟ ହେବା ସହ ପରିବେଶ ଉପରେ ଏହାର କୁପ୍ରଭାବ ବିଷୟରେ ବୁଝାଇଥିଲେ। ସହକାରୀ ଶିକ୍ଷୟିତ୍ରୀ ସ୍ୱାଗତିକା ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ବନାଗ୍ନି ପ୍ରତିରୋଧ ପାଇଁ ପ୍ଲାକାର୍ଡ ଓ ବ୍ୟାନର ଧରି ବିଭିନ୍ନ ସ୍ଲୋଗାନ ଦେଇ ଏକ ରାଲି ବାହାରି ଜନସାଧାରଣଙ୍କୁ ସଚେତନତା କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ କମଳ ଲୋଚନ ପ୍ରଧାନ ଓ ଶିବରାମ ଆପଟ ଏବଂ ଶିକ୍ଷୟିତ୍ରୀ କଲ୍ୟାଣି ସେଠୀ ଓ ଲୋପାମୁଦ୍ରା ଲେଙ୍କା ଙ୍କ ସମେତ ବାଲିପଦର ସେକ୍ସନ ବନରକ୍ଷୀ ଓ ବନ ବିଭାଗ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP