Breaking News

ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||     

ବୁଗୁଡ଼ା ଅରଖ ପୁର ଊଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ||

24-Feb-2026

ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଓଡିଶ ଜନ ମତ, ବୁଗୁଡା, ୨୪/୦୨/୨୬ : ଡ. କୁମୁଦ ଚନ୍ଦ୍ର ବେହେରା:--

 ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଫେବୃୟାରୀ ୨୩ ତାରିଖରେ ବାର୍ଷିକ ଉତ୍ସବ ଅନୁଷ୍ଠିତହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମଣ କୁମାର ଜେନା ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ତାଳସାକର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସିମାଞ୍ଚଳ ସେଠୀ ଏବଂ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ପ୍ରଫୁଲ୍ଲ ଗୌଡ଼, ଶିକ୍ଷକ ସଂଘ ସଭାପତି ପିତାମ୍ବର ଗୌଡ଼, ଅନ୍ତରପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେନ୍ଦ୍ର ଜେନା, କାଦପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସଞ୍ଜୟ ନାୟକ, ଏ ନୂଆଗାଁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟୁକୁନା ବେହେରା ଓ ଗ୍ରାମ୍ୟ ଅଧିକାରୀ ଅଶୋକ ମଳିକ ଯୋଗ ଦେଇଥିଲେ। ଶିକ୍ଷକ ଶ୍ରୀନିବାସ ଆଚାରୀ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପ୍ରଧାନଶିକ୍ଷକ ସୁଦର୍ଶନ ପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଭାବେ ପାଠ ପଢି ଚାରିତ୍ରବାନ ହେବାକୁ ପରାମର୍ଶ ଦେବାସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ବୃନ୍ଦ ପୁରସ୍କାର ବିତରଣ କରିଥିଲେ। ଶିକ୍ଷକ ମିତ୍ରଭାନୁ ସ୍ଵାଇଁ ଓ କୀର୍ତ୍ତିଭାନୁ ଖାଡଙ୍ଗା, ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁ ଓ ଗୀତାଞ୍ଜଳି ପ୍ରଧାନ ଏବଂ କମିଟି ସଦସ୍ଯ ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ । ଶିକ୍ଷକ କମଳ ଲୋଚନ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

News Comment

You Might Also Like

BACK TO TOP