Breaking News

ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||     

ନବ ବିବାହିତା ଓ ଅନ୍ତସତ୍ତ୍ୱ ଥିବା ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା |

25-Feb-2026

ଅନ୍ତଃସତ୍ତ୍ୱା ନବବିବାହିତାମହିଳାଙ୍କୁ ଯୌତୁକ ପାଇଁ ହତ୍ୟା,

       ଓଡିଶା ଜନ ମତ ବ୍ୟୁରୋ,

ଜଣେ ନବ ବିବାହିତ ଓ ଅନ୍ତଃ ସତ୍ତ୍ଵ ଥିବାଜଣେ ମହିଳାଙ୍କୁ କିପରି ଶାଶୂଘର ଲୋକେ ତଣ୍ଟି ଚିପି ମାରିଛନ୍ତି ସେପରି ଏକ ଘଟଣା ଦେଖିବାକୁ ମିଳିଛି ଗାଙ୍ଗପୁର ଥାନା ଅନ୍ତର୍ଗତ ଗୁଣ୍ଠ ପଲବାଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ଅନ୍ତଃସତ୍ତ୍ୱା ନବବିବାହିତାଙ୍କୁ ଯୌତୁକ ପାଇଁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ତଣ୍ଟି ଚିପି ହତ୍ୟା କରାଯାଇଥିବା ନେଇ ଥାନାରେ ମୃତକ ଙ୍କ ଭାଇ ଅଭିଯୋଗ କରିଛନ୍ତି । ମୃତ ନବବିବାହିତା ଜଣକ ହେଉଛନ୍ତି ସୋରଡା ଥାନା ଭଗବାନପୁର ଗ୍ରାମର ସ୍ୱର୍ଗତ ଚିନ୍ତାମଣି ଗୌଡ଼ଙ୍କ ଝିଅ ରଶ୍ମିତା ଗୌଡ଼ (୨୪) ।ଅଭିଯୋଗ ଅନୁଯାୟୀ, ଗତ ୨୫ ଏପ୍ରିଲ ୨୦୨୫ ରିଖରେ ବୈଦିକ ରୀତିନୀତି ଅନୁଯାୟୀ ରଶ୍ମିତାଙ୍କ ବିବାହ ଗାଙ୍ଗପୁର ଥାନା ଗୁଣ୍ଠପଲବା ଗ୍ରାମର ପୁନିଆ ଗୌଡ଼ଙ୍କ ପୁଅ ଜିତେନ୍ଦ୍ର ଗୌଡ଼ଙ୍କ ସହ ହୋଇଥିଲା।ବିବାହର କିଛି ଦିନ ପରେ ଅଧିକ ଯୌତୁକ ଦାବି କରି ରଶ୍ମିତାଙ୍କୁ ଶ୍ୱଶୁରଘର ପକ୍ଷରୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି।ଆଜି ସକାଳ ପ୍ରାୟ ୯ଟା ସମୟରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିବା ବେଳେ, ତାଙ୍କୁ ତାଙ୍କ ସ୍ୱାମୀ ଜିତେନ୍ଦ୍ର ଗୌଡ଼, ଶ୍ୱଶୁର ପୁନିଆ ଗୌଡ଼ ଏବଂ ଶାଶୁ ସୁଷମା ଗୌଡ଼ ମିଶି ତଣ୍ଟି ଚିପି ହତ୍ୟା କରିଥିବା ନେଇ ରଶ୍ମିତାଙ୍କ ଭାଇ ଶିବାନନ୍ଦ ଗୌଡ଼ ଗାଙ୍ଗପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।ରଶ୍ମିତା ତିନି ମାସ ଅନ୍ତଃସତ୍ତ୍ୱା ଥିବା ଭାଇ ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି ।ଏହି ଅଭିଯୋଗକୁ ଭିତ୍ତି କରି ଗାଙ୍ଗପୁର ଥାନାରେ ୮୬/୨୫ ନମ୍ବରରେ ଏକ ମାମଲା ରୁଜୁ କରାଯାଇଛି। ଭାରତୀୟ ନ୍ୟାୟ ସଂହିତା (BNS) ର ଧାରା ୮୫, ୮୦(୨), ୧୦୩(୧) ଓ ୩(୫) ଅନୁସାରେ ପୋଲିସ ତଦନ୍ତ କରୁଥିବା ନେଇ ଥାନାଧିକାରୀ ବନବିହାରୀ ପ୍ରଧାନ ସୂଚନା ଦେଇଛନ୍ତି । କିନ୍ତୁ ଅନ୍ୟପଟେ ରଶ୍ମିତାଙ୍କ ଶାଶୁଘର ଲୋକ କହିବା ପ୍ରକାରେ କୌଣସି କାରଣକୁ ନେଇ ରଶ୍ମିତା ଏବଂ ସ୍ୱାମୀ ଜିତେନ୍ଦ୍ରଙ୍କ ମଧ୍ୟରେ ଝଗଡ଼ା ସୂତ୍ରପାତ ହୋଇଥିଲା I ଏହି ଝଗଡ଼ା ଯୋଗୁଁ ରଶ୍ମିତା ଆତ୍ମହତ୍ୟା କରିଥିବା ନେଇ ଶାଶୁଘର ପରିବାର ତରଫରୁ କୁହାଯାଇଛି I ଏନେଇ ପୋଲିସ୍ ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରୁଛି I ରଶ୍ମିତାର ଶବକୁ ପୋଲିସ  ଵେବଛେଦ ପାଇଁ ଭଞ୍ଜନଗର ପଠାଇଛି | ପୋଷ୍ଟ ମଟମ ରିପୋର୍ଟ ଆସିଲା ପରେ କିଏ ଶତ କହୁଛି ଏବଂ କିଏ ମିଛ କହୁଛି ତାହା ଜଣା ପଡିବ |

News Comment

You Might Also Like

BACK TO TOP