Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ରଣପୁର ବ୍ଳକ ନରସିଂହପୁର ଗ୍ରାମକୁ ଅଚାନକ ପରିଦର୍ଶନ କଲେ ଯୋଗାଣ ମନ୍ତ୍ରୀ |

26-Feb-2026

ରଣପୁର ବ୍ଳକ ନରସିଂହପୁର ଗ୍ରାମକୁ ଯୋଗାଣ ମନ୍ତ୍ରୀଙ୍କ ଅଚାନକ ପରିଦର୍ଶନ,

    ଓଡିଶା ଜନ ମତ ବ୍ୟୁରୋ,

ନୟାଗଡ଼ ଜିଲ୍ଲା ରଣ ପୁର ବ୍ଳକର ନରସିଂହ ପୁର ଗ୍ରାମକୁ ଅଚାନକ ପରିଦର୍ଶନ କରିଯୋଗାଣ ମନ୍ତ୍ରୀ ଚାଷୀଙ୍କ ସମସ୍ୟା ବୁଝି ଥିଲେ ଏବଂ ବିଳମ୍ବ କିମ୍ବା ସମସ୍ୟା ଯୋଗୁଁ  କୌଣସି ଚାଷୀଙ୍କୁ ବାଦ ଦିଆଯିବ ନାହିଁ ବୋଲି ଯୋଗାଣ ମନ୍ତ୍ରୀସେଠାରେ ସୂଚନା ଦେଇଥିଲେ | 
ରାଜ୍ୟରେ ଜାରି ରହିଥିବା ଖରିଫ ୨୦୨୫-୨୬ ଧାନ ସଂଗ୍ରହ ପ୍ରକ୍ରିୟାକୁ ଶୃଙ୍ଖଳିତ ଓ ସୁସଂଗଠିତ କରିବା ପାଇଁ ମୋହନ ସରକାର ବ୍ୟାପକ ବ୍ୟବସ୍ଥା ମାନ ଗ୍ରହଣ କରିଛନ୍ତି। ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥାର ବର୍ତ୍ତମାନର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଅବଗତ ହେବା ନିମନ୍ତେ ଯୋଗାଣ ମନ୍ତ୍ରୀଙ୍କ ଅଚାନକ ପରିଦର୍ଶନ କରିଥିଲେ। ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ନରସିଂହପୁର ଠାରେ ଥିବା ଧାନ ମଣ୍ଡିକୁ ବୁଧବାର ଦିନ ପରିଦର୍ଶନ କରିଥିଲେ  ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିବା ସହିତ ଧାନକୁ ଭଳି ଚାଷୀ ମାନେ ବିକ୍ରୟ କରି ଉଚିତ ମୂଲ୍ୟ ପାଇ ପାରିବେ ସେହି ସମ୍ପର୍କରେ ବୁଝିଥିଲେ । ଏହି ଅବସରରେ ଉକ୍ତ ମଣ୍ଡିରେ ଉପସ୍ଥିତ ଥିବା ଚାଷୀ ଭାଇଭଉଣୀଙ୍କ ସହ ସେମାନଙ୍କ ସୁବିଧା ଓ ଅସୁବିଧା ସମ୍ପର୍କରେ ପଚାରି ବୁଝିବା ସହ ଧାନର ମାନ ଓ କ୍ରୟ ପ୍ରକ୍ରିୟା ସମ୍ବନ୍ଧରେ ଆଲୋଚନା କରିଥିଲେ। ଚାଷୀମାନେ ଯେପରି ସୁରୁଖୁରୁରେ ଓ ଉଚିତ ସମୟରେ ନିଜ ଧାନ ବିକ୍ରି କରିପାରିବେ, ସେଥି ନିମନ୍ତେ ଉପସ୍ଥିତ ଅଧିକାରୀମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେଇ ଥିଲେ।ଚାଷୀମାନେ ବିନା ଅସୁବିଧାରେ ଧାନ ବିକ୍ରୟ କରିପାରିବେ। ବିଳମ୍ବ କିମ୍ବା ସମସ୍ୟା ଯୋଗୁଁ କୌଣସି ଚାଷୀକୁ ବାଦ ଦିଆଯିବ ନାହିଁ। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଏହା ଆହୁରି ୧୫ ଦିନ ବୃଦ୍ଧି ହେବ ବୋଲି ଲୋକଙ୍କୁ ବୁଝାଇ ଥିଲେ । ନରସିଂହପୁର ସହିତ ରଙ୍କଦେଉଳି ଗ୍ରସ୍ତ କରି ମଧ୍ୟ ଧାନ ମଣ୍ଡି ପରିଦର୍ଶନ କରିବା ସହିତ ସ୍ଥାନୀୟ ଲୋକଙ୍କ ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝି ଥିଲେ । ମନ୍ତ୍ରୀଙ୍କ ଏହି ପରିଦର୍ଶନସାହସ ହରେଇ ଦେଇଥିବା ଚାଷୀଙ୍କ ମନରେ ଆଶାର ସଂଚାର ହେବା ସହ ସେମାନେ ଧାନ ବିକିବା ଓ ଟୋକେନ ଅବଧି ସରିଯିବା ନେଇ ଯେଉଁ ଦ୍ୱନ୍ଦ୍ୱ ରେ ପଡ଼ିଥିଲେ ତାହାର ସମାଧନ ହୋଇଛି ମନ୍ତ୍ରୀଙ୍କ ବିବୃତି ପରେ |

News Comment

You Might Also Like

BACK TO TOP