Breaking News

ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||     

18ଇଞ୍ଚିର ଛୁଆ ଦେଲେ ଦଶମ ପରୀକ୍ଷା, ଅବିଶ୍ୱାସ ହେଲେବି କଥାଟି ସତ ||

26-Feb-2026

 ବିଶ୍ୱାସ ନହେଲେବି ଘଟଣାଟି  ସତ୍ୟ, ୧୮ ଇଞ୍ଚର ଛୁଆ ଦେଲା ଦଶମ ପରୀକ୍ଷା।

       ଓଡିଶା ଜନ ମତ ବ୍ୟୁରୋ, 

ବେଳେ ବେଳେ ଅବିଶ୍ୱାସ ଲାଗୁଥିବା ଘଟଣା ଗୁଡିକ ଚକିତ କରିଦେଲା ଭଳି ଲାଗୁଥାଏ | ତେବେ  ଏପରି ଏକ ବିଶ୍ୱାସନୀୟ କଥା ଘଟିଛି ଓଡିଶା ର ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ କାନପୁରା ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟରେ ଜଣେ ୧୮ ଇଞ୍ଚର ଛାତ୍ରୀ ଦଶମ ପରୀକ୍ଷା ଦେଇଛନ୍ତି।ଛାତ୍ରୀ ଜଣଙ୍କ ମହୁଲପାଳ ନିଗମାନନ୍ଦ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ସୁନିତା ନାଏକ। ସୁନିତାଙ୍କ ଘର କାମାକ୍ଷାନଗର ବ୍ଲକ ସାରୁଆଳି ଗାଁରେ। ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି।ସାଥିରେ ଲେଖିବା ପାଇଁ ସହଯୋଗ କରୁଛନ୍ତି ନିଜର ନବମ ଶ୍ରେଣୀରେ ପଢ଼ୁଥିବା ଜଣେ ସମ୍ପର୍କୀୟ ଭାଇ। ସାଥିରେ ମାଆ ସଞ୍ଜୁ ନାଏକ ଛୁଆଟିକୁ ନେବା ଆଣିବା କରୁଛନ୍ତି । ଆଜକୁ ୧୦ ବର୍ଷ ତଳେ ବାପା ବିଷ୍ଣୁ ନାଏକଙ୍କର ମୃତ୍ୟୁ ହୋଇ ସାରିଛି। ବାପା ଛେଉଣ୍ଡ ଏହି ଦିବ୍ୟାଙ୍ଗ ଶିଶୁଟିକୁ ମଣିଷ କରିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରୁଛନ୍ତି ମାଆ ସଞ୍ଜୁ। ତେବେ ମାଟ୍ରିକ ପରୀକ୍ଷାରେ ୧୮ ଇଞ୍ଚର ଏହି ଛାତ୍ରୀ ଜଣଙ୍କର ଲେଖିବା ପାଇଁ ଅସୁବିଧା ହେବାରୁ ତାଙ୍କ ପାଇଁ ଜଣେ ସହଯୋଗୀ ନିୟୋଜିତ କରାଯାଇଛି।

News Comment

You Might Also Like

BACK TO TOP