Breaking News

ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||      କୋଦଳା ମହାବିଦ୍ୟାଳୟ ରେ ମାତୃ ଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର |    (12-Apr-2026)       ||      ବିଦ୍ୟୁତ ଆଘାତ ରେ ବିଦ୍ୟୁତ କର୍ମଚାରୀ ଙ୍କ ମୃତ୍ୟୁ |    (12-Apr-2026)       ||      ବେଲଘର ବନାଞ୍ଚଳ ରେ ପୁଣି ହାତି ଆତଙ୍କ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      ଆଁଳାଇ ପୀଠ ରେ 24ତମ ମହାବୀର ଜୟନ୍ତୀ ବାର୍ଷିକ ବିଶ୍ଵଶାନ୍ତି ମହାଯଂଜ୍ଞ ଶୋଭାଯାତ୍ରା ରେ 100ରୁ ଉର୍ଦ୍ଧ ମାନସିକ ବ୍ରତ ଧାରୀ ସାମଲ ||   (12-Apr-2026)       ||      କ ନୂଆଙ୍ଗା ବ୍ଳକ ଶିକ୍ଷା ବିଭାଗ ଅଫିସିରେ 5ମାସ ହେଲା ବିଇଓ ପଦବୀ ଖାଲି ||   (12-Apr-2026)       ||      ଗୋଳନ୍ଥରା ଥାନା ପଞ୍ଚାମା ଅଞ୍ଚଳ ରେ ପାନ ବ୍ୟବସାୟୀ ଙ୍କୁ ନିର୍ମମ ହତ୍ୟା |   (12-Apr-2026)       ||     

ବୁଗୁଡ଼ା ଏନଏସିରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ |

26-Feb-2026

ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ,

ଓଡିଶ ଜନ ମତ, ବୁଗୁଡ଼ା ୨୬/୨/୨୬,ଡ. କୁମୁଦ ଚନ୍ଦ୍ର ବେହେରା  :---

ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭା ଗୃହରେ ଗୁରୁବାର ଦିନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।ପରିଷଦର ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ରାଜ୍ଯସରକାରଙ୍କ ମତ୍ସ୍ଯ ଓ ପଶୁସମ୍ପଦ ବିକାଶ ବିଭାଗର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ୩୫ ଜଣ ନୂତନ ହିତାଧିକାରୀଙ୍କୁ ମଧୁବାବୁ ଓ ଇନ୍ଦିରା ଗାନ୍ଧୀ ଜାତୀୟ ପେନସନ ଯୋଜନାର ଭତ୍ତା
ବଣ୍ଟନ କରିଥିଲେ। ଏନ୍ ଏ ସି କାର୍ଯ୍ଯ ନିର୍ବାହୀ ଅଧିକାରୀ ବିଭୁତି ଭୁଷଣ ବେହେରାଙ୍କ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜନପ୍ରତିନିଧିଗଣ, ଏନଏସିର କର୍ମଚାରୀ ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP