Breaking News

ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||     

ଚୋରାରେ ଚାଲାଣ ହେବାକୁ ଥିବା ବହୁ କାଠ, ପଟା ଏବଂ ଗାଡି ଜବତ କଲାବନ ବିଭାଗ |

27-Feb-2026

ବନବିଭାଗ ଚଢ଼ାଉ ବହ କାଠ ପଟା ଜବତ, ଆସମ ଫେରା, 

ଓଡିଶ ଜନ ମତ ବ୍ୟୁର,  

ବିଭିନ୍ନ ସ୍ଥାନରେ କାଠ ମାଫିଆ ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଥିବାର ଆମେ ନିଉସ ରେ  ଦେଖୁଛେ ଓ  ପେପର ରେ ପଢୁଛେ | ଯାହା ଫଳରେ କୋଟି, ଟଙ୍କାର ଦୁର୍ଲଭ ଗଛ, ଶାଗୁଆଣୀ,ଶାଳ, ପିଆଶାଳ, ପଣସ, ଆମ୍ବ, ଚନ୍ଦନ ଭଳି ବହୁ ଗଛକୁ କାଟି ରାତିଅଧିଆ ତାକୁ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି | ତେବେ କିଛି ଭଲ ପୋଲିସ ଓ ବନ ବିଭାଗ ଅଧିକାରୀଙ୍କ ଯୋଗୁଁ ମାଫିଆ ମାନେ ସାବଡ଼ ହୋଇ ଜେଲରେ ଦିନ କାଟୁଥିବାର ଦେଖା ଦେଇଛି | ,ତେବ ଏପର ଏ ଘଟଣ ଦେଖିବାକ ମିଳିଛ  ଆଠଗଡ ବନାଞ୍ଚଳ ଅନ୍ତର୍ଗତ ପାଟେଣି ଗାଁ ବିଟ ଅଧିନରେ ଥିବା ଧୁରୁକୁଡିଆ ଗ୍ରାମର ପ୍ରଭାକର ଦାଶଙ୍କ ଘରେ ବନ ବିଭାଗର ଚଢ଼ାଉ, ଲକ୍ଷାଧିକ ଟଙ୍କାର  ଶାଗୁଆନ, ପଣସ,କଶି, ଫାଶୀ, ଚାକୁଣ୍ଡା,ସିମିଳି, କଇଆଁ ଓ ଶିରିଷ କାଠ ରୁ ତିଆରି ହୋଇଥିବା ଚଉକାଠ ଜବତ । ପୁର୍ବରୁ ସୁଚନା ପାଇ କାଠ ମାଫିଆ ଫେରାର ।

News Comment

You Might Also Like

BACK TO TOP