Breaking News

ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||     

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାରେ 6 ଜଣଙ୍କୁ | ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ |

25-Nov-2024

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ,

        ଓଡିଶା ଜନମତ ବ୍ୟୁରୋ,

ବାଲିଗୁଡା, ତା, ୨୫/୧୧: ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତ ରାମ ନାରାୟଣ ନାହାକ, କାହ୍ନୁ ଚରଣ ସାହୁ, କେ.ବିଶ୍ୱଜିତ୍ ପାତ୍ର, ବବୁଲୁ ମୁନି, ରାସ ବିହାରୀ ଦାସ, ବାଲାଜୀ ଆଚାରି ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। ରାସ ବିହାରୀ ଦାସ, ବାଲାଜୀ ଆଚାରି ଏହି ଦୁଇ ଜଣ ଫେରାର ଥିବାରୁ କୋର୍ଟରେ ଅନୁପସ୍ଥିତ ଥିଲେ, ଏଣୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହଜାର କରିଥିଲେ। ତତ୍କାଳୀନ ବାଲିଗୁଡା ଥାନା ଆଇଆଇସି ତଥା ବର୍ତ୍ତମାନର ବ୍ରହ୍ମପୁର ବଡ଼ବଜାର ଥାନା ଆଇଆଇସି ବାବଶଙ୍କର ସରାଫ ଚାର୍ଜସିଟ୍ ଦାଖଲ କରିଥିବା ବେଳେ ପିପି ତ୍ରିଲୋଚନ ପରିଡ଼ା ମକଦ୍ଦମା ପରିଚାଳନା କରୁଥିଲେ।

News Comment

You Might Also Like

BACK TO TOP