Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ |

27-Feb-2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ,

  ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ବ୍ୟୋମକେଶ ନାୟକଙ୍କ ପୌରହିତ୍ୟରେ ପୁରୁଷୋତ୍ତମପୁର ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷଙ୍କ ସହଯୋଗରେ ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କୋଠରୀ ପରିସରରେ ଗୁରୁବାର ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ନାଲସା ଆଶା (ସଚେତନତା, ସମର୍ଥନ, ସାହାଯ୍ୟ ଏବଂ କାର୍ଯ୍ୟ) ସ୍କିମ-୨୦୨୫ ବିଷୟରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା l ଏହି ପରିପ୍ରେକ୍ଷୀରେ ପୁରୁଷୋତ୍ତମପୁର ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ସିନିଅର ସିଭିଲ ଜଜ(ପୁରୁଷୋତ୍ତମପୁର) ଶ୍ରୀ ଶରତ କୁମାର ସାହୁ, ପୁରୁଷୋତ୍ତମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ଚନ୍ଦ୍ର ପାତ୍ର,ସିଡିପିଓ ଲଳିତା ମଲ୍ଲିକ,ସିଭିଲ କୋର୍ଟ କର୍ମଚାରୀ, ଅଙ୍ଗନବାଡି କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିଥିଲେ l ତେଵେ କାର୍ଯ୍ୟକ୍ରମଟି ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଦ୍ୱାରା ସଫଳ ରୂପେ ପରିଚାଳିତ ହୋଇଛି l

News Comment

You Might Also Like

BACK TO TOP