Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ଗତକାଲି କଟକ ରେ ଭୁକମ୍ପ ର ଝଟକା |

28-Feb-2026

ଘରୁ ବାହାରକୁ ଦୌଡ଼ିଲେ ଲୋକେ କଟକ ରେ ଭୁକମ୍ପ ,

    ଓଡିଶା ଜନ ମତ ବ୍ୟୁରୋ,

କଟକ ସହର ରେ ଗତକାଲି ଭୁକମ୍ପ ର  ଝଟକା | ଭୟରେ ଘରୁ ବାହାରକୁ ପଳାଇ ଆସିଲେ ଲୋକେ । ବର୍ତ୍ତମାନ ଯାଏଁ ଭୂକମ୍ପର ତିବ୍ରତା କେତେ ରହିଥିଲା । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ସୂଚନା ଅନୁଯାୟୀ, ମଧ୍ୟାହ୍ନ ୧.୨୦ ମିନିଟ ସମୟରେ ଦେଶର କୋଲକାତା ଆଦି ଅନେକ ସ୍ଥାନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା । ଉତ୍ତର-ପୂର୍ବ ରାଜ୍ୟର ଅନେକ ଅଞ୍ଚଳରେ ଭୂକମ୍ପ ଝଟ୍‌କା ହୋଇଥିଲା । ଯାହାର ତିବ୍ରତା ୫.୪ ରେକର୍ଡ କରାଯାଇଛି । ଏହିକ୍ରମରେ କଟକରେ ମଧ୍ୟ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ତେବେ କେତେ ତିବ୍ରତାରେ ଭୂକମ୍ପ ଝଟ୍‌କା ହୋଇଛି । ତାହା ସ୍ପଷ୍ଟ ହୋଇନାହିଁ । କିନ୍ତୁ ସ୍ଥାନେ ସ୍ଥାନେ ଲୋକ ବାହାରକୁ ଆସିଥିବାର ଦେଖିବାକୁ ମିଳିଥିଲା । ଏମିତିକି ଲୋକ ଭୟରେ କିଛି ସମୟ ପାଇଁ ବାହାରେ ଛିଡ଼ା ହୋଇଥିଲେ ।

News Comment

You Might Also Like

BACK TO TOP