Breaking News

ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||      ଖଲାଡ଼ି ଠାରେ " ବିଶ୍ୱ ଆଦିବାସୀ ମେଳା "ଅନୁଷ୍ଠିତ ||   (09-Aug-2026)       ||      ସ୍ବର୍ଗତ ରଞ୍ଜନ କୁମାର ଦଳେଇ ଙ୍କ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ |    (09-Aug-2026)       ||      ସ୍ୱାମୀ କୁ ମାରିବା ପାଇଁ ପ୍ରେମିକ ଙ୍କ ପାଖକୁ ଭିଡିଓ କଲ ରେ ମେସେଜ କଲେ ସ୍ତ୍ରୀ |   (09-Aug-2026)       ||      କୃଷି ବିଭାଗ ତରଫରୁ ବ୍ଲକ ସ୍ତରୀୟ ପ୍ରଶକ୍ଷିଣ ଶିବିର ଅନୁଷ୍ଠିତ ||   (09-Aug-2026)       ||      ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||     

ଅବକାରୀ ବିଭାଗ ଦ୍ୱାରା ଗଛିତ ବିଦେଶୀ ମଦ ଜବତ, ଜଣେ ଗିରଫ ଓ କୋର୍ଟ ଚାଲାଣ |

28-Feb-2026

 ଫତେଗଡ଼ ବଜା ଛକରେ ଅବକାରୀ ବିଭାଗ  ଚଢ଼ାଉ ବେଳେ ୭୨. ୬୬୦ ଲିଟର ମଦ ଜବତ, ଜଣେ ଗିରଫ,

      ଓଡିଶା ଜନ ମତ ବ୍ୟୁରୋ, 

ବେଆଇନ ଭାବେ  ଚୋରା ମଦ ଗଛିତ ଥିବା ନେଇନୟାଗଡ ଜିଲ୍ଲ  ଅବକାରୀ ଅଧିକାରୀ ଙ୍କ ପାଖକୁ ଖବର ଆସିବା ପରେ 
ଫତେଗଡ ଥାନା ଅନ୍ତଗତ ଅବକାରୀ ବିଭାଗ କୁ ବଡ଼ ସଫଳତା ମିଳିଛି । ଫତେଗଡ ଅବକାରୀ ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଫତେଗଡ ବଜାର ଅନ୍ତର୍ଗତ ଛକରେ ଅତର୍କିତ ଚଢାଉ କରିଥିଲା। ଏହି ଚଢାଉ ସମୟରେ ୭୨. ୬୬୬ଲିଟର ମଦ ଜବତ ହେଵା ସହ ଓ ଜଣେ ଗିରଫ ହୋଇଥିବା ବେଳେ ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବବୋଲି ଆକଳନ କରାଯାଉଛି ।ଅବକାରୀ ବିଭାଗ ଏକ ମାମଲା ରୁଜ୍ଜୁ କରି କେଶ ନ ୬୦/୨୬ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି।  ଗିରଫ ଅଭିଯୁକ୍ତ ହେଲା ଫତେଗଡ  ଗ୍ରାମର କେଶବ ଚନ୍ଦ୍ର ସାହୁ ଙ୍କ ପୁତ୍ର ପ୍ରଶାନ୍ତ କୁମାର ସାହୁ ।ଏହି ଚଢ଼ାଉ ସମୟରେ ଅବକାରୀ ବିଭାଗ ଏସ ଆଇ  ମୋଚିରାମ ହେମ୍ବ୍ରମ ଓ ଏସ ଆଇ ଶ୍ରୀନିବାସ ପ୍ରଧାନ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP