Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ରାସ୍ତାରେ ଅଟକାଇ ଲୁଟିନେଲେ 10ହଜାର ଟଙ୍କା |

01-Mar-2026

ରାସ୍ତାରେ ଅଟକାଇ  ୧୦ ହଜାର ଟଙ୍କା ଲୁଟିନେଲେ ଲୁଟେରା,

ଓଡିଶା ଜନ ମତ ବ୍ୟୁରୋ, 

ଦିନକୁ ଦିନ  ଲୁତାରାମାନଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି | ବ୍ୟବସାୟୀ, ବେଙ୍କ ଗାଡିକୁ ପିଛାକରି ଲୁଟି ନେଉଛନ୍ତି ଟଙ୍କା ସୁନା | ବାଇକ ରେ ଆସୁଥିବା ସମୟରେ ରାସ୍ତାରେ ଅଟକାଇ ଭୟଭୀତ କରି ଡକାୟତି କରି ୧୦ ହଜାର ଟଙ୍କା ଲୁଟି ନେଇଥିବା ଦଶମନ୍ତପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି lକୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ସ୍ଥିତ ମରିଚଗୁଡ଼ା ଗାଁ ପାଖରେ ତିନି ଜଣ ବାଇକ ରେ ଆସୁଥିବା ବେଳେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି l ସୂଚନା ମୁତାବକ ନବରଙ୍ଗପୁର ଜିଲ୍ଲା ତେନ୍ତୁଳୀଖୁଣ୍ଟି ଥାନା ଅଧିନସ୍ଥ କୁଜାଜାନିଗୁଡା ଗାଁ ର କେଶବ ଗୌଡ଼ ଭାଇ ମଙ୍ଗୁରୁ ଗୌଡ଼ ପୁତୁରା ଗଣେଷ ଏକ ବାଇକ ଯୋଗେ ଟିକିରି ନିକଟସ୍ଥ ଲଚୁଗୁଡ଼ାକୁ ବନ୍ଧୁ ବାନ୍ଧବ ଘରକୁ ଯାଇ ଅପରାହ୍ନ ୨:୩୦ ରେ ଫେରୁଥିବା ସମୟରେ ମରିଚଗୁଡ଼ା ନିକଟରେ ବାଇକ କୁ ଅଟକାଇ ଧମକଚମକ ଦେଇ ପାଖରେ ଥିବା ୧୦ଟଙ୍କା ନେଇଥିବା ବେଳେ ଛୁରୀଦେଖାଇ ଏକ ନିଛାଟିଆ ସ୍ଥାନକୁ ନେଇ ୨ଲକ୍ଷ ଟଙ୍କା ନ ଦେଲେ ଜୀବନରୁ ମାରିଦେବାକୁ ଧମକ ଦେଇ ଫୋନ ପେ କରିଦେବାକୁ ଏକ ନମ୍ବର ମଧ୍ୟ  ଦେଇଥିଲେ ଏହି ସମୟରେ ପୋଲିସ ପହଞ୍ଚିବା ପରେ ୬ଜଣ ଡକାୟତ ବାଇକ ଛାଡ଼ି  ହୋଇଯାଇଥିଲେ l ପୋଲିସ କେଶବ, ମଙ୍ଗୁରୁ ଓ ଗଣେଷ ଙ୍କୁ ଉଦ୍ଧାର କରିଥିବା ବେଳେ ଅନୁସନ୍ଧାନରେ ଜଣଙ୍କ ନାମ ଏତଲାରେ ଦର୍ଶାଯାଇଥିବା ଜଣାପଡିଛି l

News Comment

You Might Also Like

BACK TO TOP