Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଝୁଲନ୍ତା ଅବସ୍ଥାରେ ଯୁବକ ଙ୍କ ମୃତ ଦେହ ଉଦ୍ଧାର |

01-Mar-2026

ଝୁଲନ୍ତା ଅବସ୍ଥାରେ  ଯୁବକ ଙ୍କ ମୃତ ଦେହ ଉଦ୍ଧାର| 

ଓଡିଶା ଜନ ମତ ବ୍ୟୁରୋ,

ଗଛ ଡାଳରେ ଜଣେ ଯୁବକ ଙ୍କ ଝୁଲନ୍ତା ଶବ ଦେଖୁ ଦେଖି ଲୋକେ ପୋଲିସ କୁ ଖବର ଦେଇଥିଲେ | ରିଆମାଳ ଅଞ୍ଚଳରୁ ଆସିଛି ଏକ ଚର୍ଚ୍ଚିତ ଓ ସନ୍ଦେହଜନକ ମୃତ୍ୟୁ ଘଟଣା। ଜଣେ ଯୁବକଙ୍କ ରତନପୁର ଗାଁ ନିକଟ ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ, ଏହା ଆତ୍ମହତ୍ୟା କି ହତ୍ୟା — ତାହାକୁ ନେଇ ଉଠିଛି ଗୁରୁତର ପ୍ରଶ୍ନ।
ରିଆମାଳ ଥାନା ଅଧୀନ ରତନପୁର ଗାଁ ନିକଟ ଜଙ୍ଗଲ ଭିତର ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖି ଶୁକ୍ରବାର ଅପରାହ୍ନରେ ଚଞ୍ଚଳତା ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ଲୋକମାନଙ୍କ ଭିଡ଼ ଲାଗିଥିବା ବେଳେ ସ୍ଥାନୀୟ ଲୋକେ ପୋଲିସକୁ ସୂଚନାଦେଇ
ଥିଲେ ।ପରିବାର ଲୋକେ ଆଣିଲେ ହତ୍ୟା  ଅଭିଯୋଗ | 
ରିଆମାଳ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଡାକ୍ତରୀ ମାଇନା ତଦନ୍ତ ପାଇଁ ପଠାଇଥିଲେ । ପ୍ରାଥମିକ ତଦନ୍ତ ଆଧାରରେ ପୋଲିସ ଏହାକୁ ଆତ୍ମହତ୍ୟା ଭାବେ ଦେଖୁଥିବା ସୂଚନା ମିଳିଛି।କିନ୍ତୁ ଘଟଣାକୁ ନେଇ ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକମାନେ ଗଭୀର ସନ୍ଦେହ ପ୍ରକାଶ କରିଛନ୍ତି। ସେମାନଙ୍କ କହିବା ଅନୁସାରେ, ମୃତଦେହ ଝୁଲିଥିବା ସମୟରେ ଯୁବକଙ୍କ ଗୋଡ଼ ଅଣ୍ଟା ଠାରୁ ତଳକୁ ଲାଗି ରହିଥିଲା, ଯାହାକୁ ନେଇ ପ୍ରଶ୍ନ ଉଠୁଛି।ଏହା ସହିତ, ପୂର୍ବରୁ ଯୁବକ ଜଣେ ଯୁବତୀଙ୍କୁ ଭଲ ପାଉଥିବା କଥା ସାମ୍ନାକୁ ଆସୁଛି। କିଛି ସ୍ଥାନୀୟ ଲୋକଙ୍କ ଅନୁମାନ କହିବା ଅନୁଯାୟୀ, ସେହି ପରିସ୍ଥିତିକୁ କେନ୍ଦ୍ର କରି ଯୋଜନାବଦ୍ଧ ଭାବରେ ହତ୍ୟା କରି ପରେ ଗଛରେ ଝୁଲାଇ ଦିଆଯାଇଥିବା ସନ୍ଦେହ କରାଯାଉଛି।ତେବେ ଏହା ପ୍ରକୃତରେ ଆତ୍ମହତ୍ୟା ନା ଏକ ଯୋଜନାବଦ୍ଧ ହତ୍ୟା ?ପ୍ରକୃତ ସତ୍ୟ କ’ଣ ତାହା ଡାକ୍ତରୀ ମାଇନା ତଦନ୍ତ ପୋଷ୍ଟମର୍ଟମ ରିପୋର୍ଟ ଓ ପୋଲିସର ସମ୍ପୂର୍ଣ୍ଣ ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସୂଚନା ରହିଛି ।

News Comment

You Might Also Like

BACK TO TOP