Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ପୋଲସରା ରେ ପ୍ରବୋଧନ ତାଲିମ ଶିବିର ଅନୁଷ୍ଠିତ |

01-Mar-2026

ପୋଲସରାରେ ପ୍ରବୋଧନ  ତାଲିମ ଶିବିର: ଦୁଇଟିପର୍ଯ୍ୟାୟ ରେ 238ଜଣ ଶିକ୍ଷକ ଓଶିକ୍ଷୟତ୍ରୀ ଙ୍କ ଯୋଗ ଦାନ | 

ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା 
୦୧/୦୩/୨୦୨୬:- 

ପୋଲସରା ରାଣୀପଡ଼ା ସ୍ଥିତ ବାଲୁଙ୍କେଶ୍ଵର ଉଚ୍ଚ ବିଦ୍ୟାଳୟରେ ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧୀୟ (ପ୍ରବୋଧନ)  ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପୋଲସରା ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀହର୍ଷବାବୁ ଖାଡଙ୍ଗାଙ୍କ  ତତ୍ତ୍ଵାବଧାନରେ ଗତ ୨୩/୦୨/୨୦୨୬ ଠାରୁ ୨୭/୦୨/୨୦୨୬ ତାରିଖ ପର୍ଯ୍ୟନ୍ତ ତାଲିମ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ପୋଲସରା ପୌରପରିଷଦ ସହିତ ବ୍ଲକର ୧୧ ଗୋଟି ସାଧନ କେନ୍ଦ୍ର ଅନ୍ତର୍ଗତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରୁ ୧୦୦ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇଥିଲେ ।
ବିଦ୍ୟାଳୟ ଶିକ୍ଷା ପାଇଁ ପ୍ରସ୍ତୁତ ହୋଇଥିବା ଓଡ଼ିଶା ପାଠ୍ୟକ୍ରମ ରୂପରେଖ-୨୦୨୫ (ଓଏସିଏଫଏସଇ-୨୦୨୫) କୁ ଆଧାର କରି ୫୫- ଖଣ୍ଡ ନୂତନ ପାଠ୍ୟପୁସ୍ତକ ସମ୍ବନ୍ଧରେ ପୂର୍ବତନ ସାଧନକର୍ମୀ ନିରଞ୍ଜନ ବେହେରା, ସୁରେନ୍ଦ୍ର ସେଠୀ, ଶାନ୍ତନୁ କୁମାର ସ୍ବାଇଁ ଓ ପଞ୍ଚାନନ ସେଠୀ ପ୍ରମୁଖ ଯୋଗଦେଇ ତାଲିମ ଦେଇଥିଲେ । ବିଇଓ  କାର୍ଯ୍ୟାଳୟରେ ମିଳିଥିବା ସୂଚନା ପ୍ରକାରେ  ଏକମାସ ପୂର୍ବେ ବେଲଗାଁ ଗ୍ରାମ ପଞ୍ଚାୟତ ମଧୁସୂଦନପୁର ସ୍ଥିତ କନକଦୁର୍ଗା ବିଦ୍ୟାପୀଠରେ ପ୍ରଥମ ପର୍ଯ୍ୟାୟରେ ୧୩୮ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇସାରିଛନ୍ତି ।
ଏହିଭଳି  ଅନୁଷ୍ଠିତ ଦୁଇଟି ପର୍ଯ୍ୟାୟରେ ମୋଟ ୨୩୮ ଜଣ ତାଲିମ ନେଇସାରିଛନ୍ତି । ବାକି ୨୯୨ ଜଣ  ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଲିମ ନେବାକୁ ଥିବାବେଳେ ଯେଉଁମାନେ ନେଇସାରିଛନ୍ତି ଏବଂ ଆଗକୁ  ବାକି ଯେଉଁମାନେ ତାଲିମ ନେବେ ସେମାନେ ସମସ୍ତେ ନିଜ ନିଜର ଉତ୍ତରଦାୟିତ୍ୱକୁ  ପବିତ୍ର ହୃଦୟରେ ସେବା ମନୋଭାବରଖି ନିଜ ନିଜର ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ଶିକ୍ଷାଦାନ ଦେବେ ବୋଲି ୨ ଗୋଟି   ଶିବିରରେ ଯୋଗଦେଇ ବିଇଓ ଶ୍ରୀଯୁକ୍ତ ଖାଡଙ୍ଗା କର୍ତ୍ତବ୍ୟରତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ନିକଟରେ ଆଶାବ୍ୟକ୍ତ କରିଛନ୍ତି।

News Comment

You Might Also Like

BACK TO TOP