Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ପ୍ରାଧ୍ୟାପକ ସୁଶାନ୍ତ କୁମାର ପଣ୍ଡାଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା |

01-Mar-2026

*ଅବସରକାଳୀନ ସଭାରେ ଅଧ୍ୟାପକ ସୁଶାନ୍ତ କୁମାର ପଣ୍ଡାଙ୍କୁ ସମ୍ବର୍ଦ୍ଧନା*

ଓଡିଶା ଜନ ମତ, ବୁଗୁଡ଼ା :-ତା-୦୨୮-୦୨-୨୦୨୬,

 ଡ. କୁମୁଦ ଚନ୍ଦ୍ର ବେହେରା,

ସ୍ଥାନିୟ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଠାରେ ଯୁକ୍ତ ଦୁଇ ଅଧ୍ଯକ୍ଷ ସରୋଜ କାନ୍ତ ଦାସଙ୍କ ପୌରହିତ୍ଯରେ ଏକ ଅବସରକାଳୀନ ସଭା ଅନୁଷ୍ଠିତ ହୋଇ ଯାଇଛି। ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ଶିକ୍ଷା ବିଭାଗ ପ୍ରାଧ୍ୟାପକ ଶୁସାନ୍ତ କୁମାର ପଣ୍ଡାଙ୍କ ଆଜି ଅବସର ଦିବସରେ  ମହାବିଦ୍ୟାଳୟ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା। ଏହି ସଭାରେ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ଯକ୍ଷ ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ର, ପ୍ରାକ୍ତନ ପ୍ରାଧ୍ୟାପକ କାମେଶ୍ୱର ବେହେରା,ଜଗନ୍ନାଥ ପ୍ରସାଦ କଲେଜର ଶିକ୍ଷା ଅଧ୍ୟାପକ ମହେଶ ପଟ୍ଟନାୟକ, ପ୍ରାଧ୍ୟାପକ କୈଳାସ ଚନ୍ଦ୍ର ସେନାପତି, ଶିଶିର କୁମାର ନାୟକ, ଅମିୟ କୁମାର ସ୍ବାଇଁ, +୩ ଅଧ୍ଯକ୍ଷ ଗୋପିନାଥ ମହାନ୍ତି, ଅଧ୍ୟାପକ ଡକ୍ଟର ଏ.ଜିତେଶ ରାଓ ଦୋରା, କିଶୋର ଚନ୍ଦ୍ର ପଣ୍ଡା, ପ୍ରେମାନନ୍ଦ ପ୍ରଧାନ, ଅଧ୍ୟାପିକା ସ୍ମିତା ରାଣୀ ସାହୁ, ସୁଜାତା କୁମାରୀ ପଟ୍ଟନାୟକ, ମିନତୀ ଆଚାରୀ, ଭକ୍ତ ଲତା ମହାପାତ୍ର, ସଲୀଳା ନାୟକ, କାହ୍ନୁଚରଣ ଦାସ, ବାଲୁଙ୍କେଶ୍ୱର କଲେଜର ଅଧ୍ଯକ୍ଷ ପଞ୍ଚାନନ ନାହାକ,ଜ୍ଞାନ ଚାନ୍ଦ ଗୌଡ଼, ଭାବଗ୍ରାହୀ ମହାପାତ୍ର, ସିମାଞ୍ଚଳ ଦାସ, ମଦୁରାଜ ଦୋରା, ସିମାଞ୍ଚଳ ଗୌଡ, ରମାକାନ୍ତ ରାଉତ ପ୍ରମୁଖ ଓ ଛାତ୍ରଛାତ୍ରୀ ଯୋଗଦେଇ ବିଦାୟୀ ଅଧ୍ୟାପକ ଶ୍ରୀ ପଣ୍ଡା ଙ୍କୁ ଉପଢ଼ୌକନ, ପୁଷ୍ପ ଗୁଛ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଶେଷରେ ଅଧ୍ୟାପକ ଡକ୍ଟର ଦିଲ୍ଲିପ କୁମାର ପ୍ରଧାନ  ଧନ୍ଯବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP