Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ରାସ୍ତା ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର,

02-Mar-2026

ରାସ୍ତା ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର ଆହତ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ସଦର ଥାନା ଅନ୍ତର୍ଗତ ଲାଞ୍ଜିଆ ବାଳକୃଷ୍ଣ ପୁର ଗ୍ରାମ ମୁଖ୍ୟ ରାସ୍ତାରେ ଦିଗପହଣ୍ଡି ବାଙ୍କେଶ୍ଵରୀ ମନ୍ଦିର ରୁ ପ୍ରସାଦ ସେବନ କରି ଫେରୁଥିବା ଦୁଇ ଜଣ ମୋଟରସାଇକେଲ ଆରୋହୀ ଙ୍କୁ ଗୋଟିଏ ବୋଲେରୋ ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଦୃତ ଗତିରେ ପଳାଇଥିବା ଜଣାପଡ଼ିଛି। ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲ ଚାଳକ ବୋରିଗାଁର କୁନା ସାହୁର ମୃତ୍ୟୁ ଘଟିଛି ଓ ସଞ୍ଜୟ ସାହୁ ନାମକ ଜଣେ ଯୁବକ କୁ ଗୁରୁତର à ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ବଡଡାକ୍ତରଖାନାରେ ଭର୍ତ୍ତି କରିବା ସହ ମୃତ କୁନା ର ଶବକୁ ବ୍ୟବଛେଦ ପାଇଁ ପଠାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୋଟରସାଇକେଲ ଉଦ୍ଧାର କରି ଦୁର୍ଘଟàଣା ଘଟାଇଥିବା ଗାଡି ର ଅନୁସନ୍ଧାନ ଚଳାଇ ଘଟଣା ର ତଦନ୍ତ,ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP