Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ବୁଗୁଡ଼ା ବ୍ଳକ ଖରିଡା ୟୁପି ସ୍କୁଲ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |

02-Mar-2026

ଖରିଡା ୟୁ.ପି. ସ୍କୁଲରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

 ଓଡିଶା ଜନ ମତ,ବୁଗୁଡା, ୦୨/୦୩/୨୬ : 

ଡ. କୁମୁଦ ଚନ୍ଦ୍ର ବେହେରା,

 ବୁଗୁଡା ବ୍ଳକର ବାଲିପଦର କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ ଫେବୃୟାରୀ ୨୮ ତାରିଖ ଦିନ ଖରିଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ବିଶ୍ୱଜିତ ପରିଡାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କ୍ଲଷ୍ଟର ସ୍ତରୀୟ ବୈଠକକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିତାମ୍ବର ଗୌଡ଼ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଉଦଘାଟନ କରିଥିଲେ। ଅତିଥିଭାବେ ଅବସରପ୍ରାପ୍ତ ଅଧ୍ୟାପକ ମହେଶ ପ୍ରସାଦ ପଟ୍ଟନାୟକ ଯୋଗଦେଇ ଶିକ୍ଷାର ଆଭିମୁଖ୍ୟ ଓ ପରିସର ବିଷୟରେ ଆଲୋକପାତ କରିଥିଲେ। ଏହି ବୈଠକରେ ବାଲିପଦର କ୍ଲଷ୍ଟର ଅନ୍ତର୍ଗତ ୧୧ ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ବାଲିପଦର ହାଇ ସ୍କୁଲକୁ ମିଶାଇ ୧୨ ଜଣ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଓ ୧୨ ଜଣ ଏଫ.ଏଲ.ଏନ. ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗଦେଇଥିଲେ। ସଂଖ୍ୟା ଜ୍ଞାନ ଓ ସାକ୍ଷର ବିଷୟ ନେଇ ସିଆରସିସି, ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଓ ଏଫଏଲଏନ ଶିକ୍ଷକ/ଶିକ୍ଷୟିତ୍ରୀ ବୃନ୍ଦଙ୍କ ସହଭାଗୀରେ ଆଲୋଚନା ହୋଇଥିଲା। ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ଶିକ୍ଷକ ଅନନ୍ତ ନାରାୟଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP