Breaking News

କେଶପୁର ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -26 ଅନୁଷ୍ଠିତ ||   (16-Oct-2026)       ||      ହତ୍ୟା ମାମଲାରେ କୋଦଳା ଅତିରିକ୍ତ ଦୌରାଜଜ ଙ୍କ ଅଦାଲତ ରେ ଦୁଇ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ |    (16-Oct-2026)       ||      ଅଶାନ୍ତ ହିଞ୍ଜିଳି କଲେଜ କ୍ୟାମ୍ପସ, ଶପଥ ଗ୍ରହଣ ପୂର୍ବରୁ ଦୁଇଗୋଷ୍ଟି ଛାତ୍ର ମୁହାଁମୁହିଁ ||   (16-Oct-2026)       ||      10.754 କିଲୋ ଗଞ୍ଜେଇ ଜବତ ଘଟଣାରେ ତଦନ୍ତ କଲା କ୍ରାଇମ ବ୍ରାଞ୍ଚ    (16-Oct-2026)       ||      ପୋକ ସାଲୁବାଲୂ ଚାଉଳରେ ରନ୍ଧା ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ |   (16-Oct-2026)       ||      ପୋଲସରା ରେ ବ୍ଳକ ସ୍ତରୀୟ ପୋଷଣ ମାସ-- 26 କାର୍ଯ୍ୟକ୍ରମ ଅନୁଷ୍ଠିତ |   (16-Oct-2026)       ||      ରାୟଗଡା ଜିଲ୍ଳାର ବିକାଶ ମୂଳକ ପ୍ରକଳ୍ପ ର ସମୀକ୍ଷା କଲେ ହସ୍ତତନ୍ତ ବୟନ ବିଭାଗ କମିଶନର |    (16-Oct-2026)       ||      ରାୟଗଡା ଜିଲ୍ଳାରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||     

ଚାରି ସାଇବର ଠକକୁ ଗିରଫ କଲା ଜୁନାଗଡ଼ ପୋଲିସ ||

03-Mar-2026

୧୪ ଲକ୍ଷ ୫୫ ହଜାର ସାଇବ ର ଠକେଇ ମାମଲା ରେ  ଚାରି  ଠକ ଗିରଫ,

ଓଡିଶା  ଜନ ମତ ବ୍ୟୁରୋ , 

ବର୍ତ୍ତମାନ ସାଇବର ଠକେଇ ରେ ବହୁ ଦଲାଲ ମାତିଛନ୍ତି | ଏବଂ ଲୋକଙ୍କୁ ବିଭିନ୍ନ ମିଛ କଥା କହି ଲକ୍ଷ, ଲକ୍ଷ ଟଙ୍କା ଠକି ନେଇ ଯାଆନ୍ତି ||ଏପରି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ପୋଲିସକୁ ସାଇବର ଠକେଇ ମାମଲା ରେ ଏକ ବଡ ମିଳିଛି  ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜୁନାଗଡ଼ ପୋଲିସ।ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ଥାନା ବୁଢ଼ୀପଦର ଗ୍ରାମର ସଚିନ ମେହେର(୨୨), ଖିନବାହାଲ ଗ୍ରାମର ବବଲୁ ଓରଫ ସମୀର କୁମାର ମେହେର(୨୭),ନୂଆପଡା ଜିଲା ସିନାପାଲି ଥାନା ଅନ୍ତର୍ଗତ ହାତିବନ୍ଦା ଗ୍ରାମର ଜିତୁ ଓରଫ ଜୟନ୍ତ ମେହେର(୧୯) ଓ ଖଡ଼ିଆଳର ସିଦ୍ଧାନ୍ତ ମେହେର (୨୦)  ବୋଲି ଜଣାପଡିଛି। ଏ ନେଇଁ ଜୁନାଗଡ଼ ଥାନାରେ ଏକ ମାମଲା  ରୁଜୁ ହୋଇଛି। ଅଭିଯୁକ୍ତ ମାନଙ୍କୁ ଠାରୁ ଗୋଟିଏ ପାସବୁକ,ଏଟିଏମ କାର୍ଡ ଓ ୩ ଟି ମୋବାଇଲ ଫୋନ ଜବତ କରାଯାଇଥିବାବେଳେ ସେମାନେ ଲୋକଙ୍କ ଠାରୁ ୧୪ ଲକ୍ଷ ୫୫ ହଜାର ସାଇବର ଠକେଇ କରିଥିବା ଜୁନାଗଡ଼ ଆଇଆଇସି ଶେଷଦେବ ବେହେରାଙ୍କ ପ୍ରକାଶ କରିଛନ୍ତି ।

News Comment

You Might Also Like

BACK TO TOP