Breaking News

ରାୟଗଡା ଜିଲ୍ଲା ରେ ଜିଲ୍ଲା ସ୍ତରୀୟ ପୋଷଣ ମାହ ପାଳନ |   (16-Oct-2026)       ||      ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||     

ବର୍ତ୍ତନୀ ଗ୍ରାମରେ ଦେଶୀ ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରୁଥିବା ଯୁବକ ଗିରଫ |

04-Mar-2026

ଦେଶୀ ବନ୍ଧୁକ ସହ ଆତଙ୍କ ସୃଷ୍ଟିକାରୀ ଯୁବକ ଗିରଫ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
୦୪/୦୩/୨୬ : 

ପୋଲସରା ପୋଲିସ ଥାନା ଅନ୍ତର୍ଗତ ବର୍ତ୍ତିନି ଗ୍ରାମରେ ଜଣେ ଯୁବକ ଦେଶୀ ବନ୍ଧୁକ ଦେଖାଇ ଅଞ୍ଚଳରରେ ଆତଙ୍କ ସୃଷ୍ଟି କରୁଥିବା ବେଳେ ପୋଲସରା ପୋଲିସ ଯୁବକକୁ ଗିରଫ କରିବା ସହ ତାହା ଠାରୁ ଏକ ଦେଶୀ ବନ୍ଧୁକ ଓ ଦୁଇଟି ଜୀବନ୍ତ ଗୁଳି ଜବତ କରିଥିବା ଜଣାପଡିଛି। ବର୍ତ୍ତିନି ଗ୍ରାମର କାର୍ତ୍ତିକ ପାତ୍ର ବନ୍ଧୁକ ଧରି ଗ୍ରାମରେ ଆତଙ୍କ ସୃଷ୍ଟି କରୁଥିବା ଖବର ପାଇ ପୋଲସରା ଆଇଆଇସି କୌଶିକ ମାଝୀ ଘଟଣା ସ୍ଥଳରେ ପହଞ୍ଚି ଯୁବକ ଜଣକୁ ଗିରଫ କରିଥିଲେ। ଆସାମୀ କାର୍ତ୍ତିକ ପାତ୍ରଙ୍କ ପାଖରୁ ଏକ ଦେଶୀ ବନ୍ଧୁକ, ଦୁଇ ଗୋଟି ଜୀବନ୍ତ ଗୁଳି, ଏକ ମୋବାଇଲ ଓ ଏକ ଓଡି ୦୭ ବିଏ ୪୧୦୬ ରେଜିଷ୍ଟ୍ରେସନ ନମ୍ବର ରୟାଲ ଈନଫିଲ୍ଡ ବୁଲେଟ ଜବତ କରି ୟୁ/ଏସ  ୨୫(୧)(ଏ)/ ୨୫(୧-ବି)(ଏ) ଆର୍ମ ଆକ୍ଟ  ଅନୁସାରେ କେଶ ନଂ ୧୨୫/୨୬ ପ୍ରକାରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କାରାଯାଇଥିବା ଆଇଆଇସି ଶ୍ରୀ ମାଝୀଙ୍କ ଠାରୁ ଜଣାପଡିଛି।

News Comment

You Might Also Like

BACK TO TOP