Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ବାଲିପଦର ଠାରେ" ଘୁମୁସର ର ସ୍ୱର `ପକ୍ଷରୁ ଆଲୋଚନା ଚକ୍ର ଓ କବିତା ଆସର ଅନୁଷ୍ଠିତ ||

04-Mar-2026

"ଘୁମୁସର ର ସ୍ବର" ପକ୍ଷରୁ ୧୫୯ ତମ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ |

 ଓଡିଶା ଜନ ମତ,ବୁଗୁଡ଼ା, ୦୪-୦୩-୨୬ : 

 ଡ . କୁମୁଦ ଚନ୍ଦ୍ର ବେହେରା :--

 ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ "ଘୁମୁସର ର ସ୍ବର" ବାଲିପଦର ପକ୍ଷରୁ ୧୫୯ତମ ସାହିତ୍ୟ ଆଲୋଚନା ଚକ୍ର ଓ କବିତା ଆସର ବାଲିପଦରର ଅନନ୍ତ ନଗରରେ ଅନୁଷ୍ଠିତ ହୋଇଯାଇଛି। "ଘୁମୁସର ର ସ୍ୱର" ର ସଭାପତି ଡକ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ କବି ପଦ୍ମଲୋଚନ ଗୌଡ଼, କେ. ରାଘବ ପାତ୍ର, କୈଳାଶ ଚନ୍ଦ୍ର ପ୍ରଧାନ, ଖଲି ପରିଡା,  ତିରୁପତି ନାୟକ ଯୋଗଦେଇ ଶ୍ରୀଚୈତନ୍ୟ ମହାପ୍ରଭୁଙ୍କ ଜନ୍ମ ଜୟନ୍ତୀରେ ତାଙ୍କ ଜୀବନୀ ସମ୍ପର୍କରେ ଆଲୋଚନା କରିବା ସହ  ହରେକୃଷ୍ଣ ହରେ ରାମ ମହାମନ୍ତ୍ର ହିଁ କଳିଯୁଗର ମଣିଷ ମନକୁ ଆୟତ କରି ପାରିବ ବୋଲି ମତ ପ୍ରକାଶ କରିଥିଲେ। ସଂପ୍ରତି ମଧ୍ଯ ପ୍ରାଚ୍ୟ ଦେଶରେ ସ୍ରୁଷ୍ଟି ହୋଇଥିବା ଯୁଦ୍ଧର ପରିସ୍ଥିତି ଆଧ୍ଯାତ୍ମିକତା ଓ ସ୍ଥିତପ୍ରଜ୍ଞର ଅଭାବ କାରଣରୁ ଘଟୁଛି। ଏଣୁ ସଂଯମତା ଜରୁରୀ ଆବଶ୍ଯକ ବୋଲି ପ୍ରକାଶ କରିଥିଲେ। ଚନ୍ଦ୍ର ଗ୍ରହଣ କାରଣରୁ କେତୋଟି ଦୀର୍ଘ କବିତା ଆବୃତ୍ତି କରାଯାଇ କାର୍ଯ୍ୟକ୍ରମ ସମାପ୍ତି କରାଯାଇଥିଲା। ଶେଷରେ ରାଘବ ଚରଣ ପାତ୍ର ଧନ୍ଯବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP