Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ହୋଲିରେ ଅଘଟଣ ଗାଧୋଇବାକୁ ଯାଇ ନାବାଳକ ମୃତ |

05-Mar-2026

ଗୋପୀନାଥପୁର ସିଂହନାଥ କାଠ ପୋଲ ନିକଟରେ ହୋଲିରେ ଗାଧୋଉ ବାକୁ ଯାଇ ନାବାଳକ ମୃତ, 

ପ୍ରତିବର୍ଷ  ହୋଲିରେ ସାରା ରାଜ୍ୟରେ ଗାଧୋଉ ବାକୁ ଯାଇ କିଛିନା କିଛି ଅଘଟଣ ଘଟୁଛି ଏବଂ କିଛି ଯୁବକ, ନାବାଳକ ଓ ବ୍ୟକ୍ତି ମାନେ ମୃତ୍ୟୁ ବରଣ କରୁଛନ୍ତି ଟିକିଏ ଅସବଧନତା ପାଇଁ  |ସେପରି ଏକ ଦୁଃଖଦ ଘଟଣା ଘଟିଛି ବଡ଼ମ୍ବ ନିକଟର |  ଲୁହରେ ଭିଜିଲା ହୋଲିର ରଙ୍ଗ । ରଙ୍ଗର ପର୍ବ ହୋଲିକୁ ନେଇ ଗୋଟିଏ ପଟେ ହର୍ସ ଉଲ୍ଲାସର ମାହୋଲ ଥିବାବେଳେ  ବଡମ୍ବାରୁ ଆସିଛି ଦୁଃଖଦ ଖବର। ଗୋପୀନାଥପୁର ବାଵା ସିଂହନାଥଙ୍କ ପୀଠକୁ ସଂଯୋଗ କରୁଥିବା  ଅସ୍ଥାୟୀ କାଠ ପୋଲ ନିକଟରେ ସାଙ୍ଗ ସାଥୀଙ୍କ ମେଳରେ ଗାଧଉଥିବା ସମୟରେ ପାଣି ସୁଅରେ ଭାସି ଯାଇଥିଲେ ସ୍ଥାନୀୟ ତୃଣପୁର ଗ୍ରାମର ଜୀବନ ବେହେରା (୧୫)। ଗ୍ରାମବାସୀ ବହୁ ଖୋଜାଖୋଜି କରିବା ପରେ ଜୀବନଙ୍କୁ ମହାନଦୀର ଏକ କୁଦରୁ ଉଦ୍ଧାର କରିଥିଲେ।ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ପୋଲିସ ଗାଡ଼ିରେ ବଡମ୍ବା ଡାକ୍ତରଖାନା କୁ ଆଣିଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଜୀବନ ଙ୍କ ମୃତ୍ୟୁରେ ପରିବାର ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖେଳିଯାଇଛି ଶୋକର ଛାୟା ।

News Comment

You Might Also Like

BACK TO TOP