Breaking News

ସର୍ପ ଦଂଶନ ଯୋଗୁଁ ଯୁବ ଚାଷୀ ମୃତ ||   (16-Oct-2026)       ||      ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||     

ପୋଲସରା ରେ 110 ତମ ବିଜୁ ଜୟନ୍ତୀ ପାଳିତ,

05-Mar-2026

ପୋଲସରାରେ ୧୧୦ ତମ ବିଜୁ ଜୟନ୍ତୀ ପାଳିତ

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୦୫/୦୩/୨୬:-

  ପୋଲସରା ବସଷ୍ଟାଣ୍ଡ ପରିସରରେ ପୋଲସରା ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଳକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ଏନ୍ ଏ ସି ସଭାପତି ଗୋପାଳ ସାହାଣୀ,ଅଧ୍ୟକ୍ଷା ସଙ୍ଗିତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା,ବ୍ଳକ ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲାପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ, ଝୁନୁ ଦାସ ଓ ସୁକାନ୍ତ ଭୂୟାଁ,କନକ ମଞ୍ଜରୀ ରାଉତ, କବିରାଜ ଦାସ, ଦୀପିକା ବାରିକ, ପବିତ୍ର ରାଉତ, ସନ୍ତୋଷ ପାତ୍ର,ବିଜୟ କୁମାର ଭୂୟାଁ,ଉତ୍କଳ ପ୍ରଧାନ,ସୁଶିତ ସାହୁ, ବାସୁଦେବ ନାୟକ, ସୁଶାନ୍ତ ପୋଲାଇ,ସିଲୁ ଦଳେଇ, କାର୍ତ୍ତିକ ଜେନା,ବୁଲୁ ବେହେରା, ଗୋରା ଚାନ୍ଦ ସାହୁ ସମେତ ଅନେକ ସରପଞ୍ଚ ଓ ସମିତି ସଭ୍ୟ, ଏନ୍ ଏ ସି ର କାଉନସିଲର, ଉଭୟ ବ୍ଳକ ଓ ଏନ୍ ଏ ସି ର ଦଳୀୟ କର୍ମୀ ଓ ବିଜୁ ପ୍ରେମୀ ଯୋଗଦେଇ ଥିଲେ। ଉକ୍ତ ଜୟନ୍ତୀ ପାଳନ ଅବସରରେ ପୋଲସରା ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁବାବାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ ଓ ତାଙ୍କର ସ୍ମୃତି ଚାରଣ କରାଯାଇଥିଲା।ଏଥି ସହ ବସଷ୍ଟାଣ୍ଡ ଠାରୁ ଦଳୀୟ କର୍ମୀ ଓ ବିଜୁ ପ୍ରେମୀ ଗଣ ଏକ ଶୋଭାଯାତ୍ରାରେ ବାହାରି ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସେଠାରେ ଉପସ୍ଥିତ ଥିବା ରୋଗୀଙ୍କୁ ଫଳ ଓ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।

News Comment

You Might Also Like

BACK TO TOP