Breaking News

ଚମାଖଣ୍ଡି ହାଇସ୍କୁଲ ସାମ୍ନା ରେ ଦୁର୍ଘଟଣାରେ ଜଣେ ମୃତ ସହିତ 10ରୁ ଅଧିକ ବ୍ୟକ୍ତି ଆହାତ ||   (16-Oct-2026)       ||      ବେଢ଼ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -26 ଅନୁଷ୍ଠିତ |   (16-Oct-2026)       ||      ସମଲ ଉଚ୍ଚବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ |   (16-Oct-2026)       ||      ଛାତ୍ର ସଂସଦ ନିର୍ବାଚନ ରେ କୋଦଳା କଲେଜରେ ବିଜେଡି ଛାତ୍ର ଙ୍କ ବାଜିମାତ |   (16-Oct-2026)       ||      ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||     

ବୁଗୁଡ଼ା ରେ ବିଜୁ ପଟନାୟକ ଙ୍କ 110 ତମ ଜୟନ୍ତୀ ପାଳିତ ||

05-Mar-2026

ବୁଗୁଡ଼ାରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

ଓଡିଶା  ଜନ ମତ,ବୁଗୁଡା ୦୫/୦୩/୨୬ 

 ଡ. କୁମୁଦ ଚନ୍ଦ୍ର ବେହେରା ):-

ବୁଗୁଡ଼ା ଶ୍ରୀ ବଳଦେବସ୍ବାମୀ  ବସଷ୍ଟାଣ୍ଡ ପରିସରରେ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ।  ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ନଗର ବିଜେଡି ସଭାପତି କେ.ତ୍ରିଲୋଚନ ଦୋରା, ବ୍ଳକ ସଭାପତି ଖଦାଳ ଖଟେଇ, ବରିଷ୍ଠ ନେତା କବିରାଜ ଗୌଡ଼ ଓ ସୁଧାଂଶୁ ଶେଖର ପାଢ଼ୀ, ସୂର୍ଯ୍ୟ ନାରାୟଣ ମହାନ୍ତି, ପ୍ରଦୀପ କୁମାର ଜେନା,ଚିକୁ ବାରିକ,ଗୋପୀନାଥ ସ୍ବାଇଁ, ସୁଶାନ୍ତ ପ୍ରଧାନ, ରବି ନାୟକ, ରବିନ୍ଦ୍ର କୁମାର ପଣ୍ଡା, ଜିତେନ୍ଦ୍ର ନାୟକ, ମନ୍ମଥ ସାମଲ, ରାମଚନ୍ଦ୍ର ନାୟକ, କିଶୋର ବେହେରା, ସୁବ୍ରତ ରାଖଲ ଦାସ, କାର୍ତ୍ତିକ ସାହାଣୀ,ଚୋରିଆ ମଳିକ, ପ୍ରଶାନ୍ତ ପାତ୍ର,ପ୍ରକାଶ ବେହେରା, ସଞ୍ଜୟ ବିଶ୍ବାଳ, ମନୋରଞ୍ଜନ ଦାସ, ଅମରେନ୍ଦ୍ର ସେନାପତି, ଆଶୁତୋଷ ବଢ଼େଇ, ବାବାଜୀ ନାୟକ, ମୁକୁନ୍ଦ ନାୟକ, ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ସମେତ ଅନେକ ସରପଞ୍ଚ ଓ ସମିତି ସଭ୍ୟ , ବ୍ଳକ ଓ ଏନ୍ ଏ ସି ର ଦଳୀୟ କର୍ମୀ ଓ ବିଜୁପ୍ରେମୀ ଯୋଗ ଦେଇଥିଲେ । ଉକ୍ତ ଜୟନ୍ତୀ ପାଳନ ଅବସରରେ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସାଙ୍ଗକୁ ତାଙ୍କର ସ୍ମୃତି ଚାରଣ କରାଯାଇଥିଲା । ଏଥି ସହ ବସଷ୍ଟାଣ୍ଡରୁ ଦଳୀୟ ନେତା ଓ କର୍ମୀଗଣ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥିଲେ ଏବଂ ସେଠାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।

News Comment

You Might Also Like

BACK TO TOP