Breaking News

ମହିଳାଙ୍କ ଆର୍ଥିକ ସଶକ୍ତି କରଣ ନିମନ୍ତେ ଛତୁ ଚାଷ ତାଲିମ ଓ କର୍ମଶାଳା ଅନୁଷ୍ଠିତ |    (16-Oct-2026)       ||      ଆବାସିକ ସେବାଶ୍ରମ ପାର୍ସାଲିର ପ୍ରଧାନ ସେବକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା |    (16-Oct-2026)       ||      4ପରିବାର ର 9ବଖରା ଘର ଭୟାବହ ଅଗ୍ନି କାଣ୍ଡରେ ଭଶ୍ମିଭୁତ |    (16-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ଦିବ୍ୟାଙ୍ଗ ସହାୟତା କାର୍ଯ୍ୟକ୍ରମ |    (16-Oct-2026)       ||      ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ ଜିତେନ୍ଦ୍ର କୁମାର ପଣ୍ଡା ଓ ଉପସଭାପତି ହେଲେ ଶୁଭଙ୍କର ସାହୁ |    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||     

ହୋଲି ସାରି ପୋଖରୀ ରେ ଗାଧଉଥିଲା ବେଳେ ବୁଡିଗଲେ ବାପା ପୁଅ |

06-Mar-2026

 ବାପା ଓ ପୁଅ ମୃତପୋଖରୀରେ ବୁଡି  ମୃତ || 

ଓଡିଶା  ଜନ ମତ ବ୍ୟୁରୋ, 

 ମୃତ୍ୟ ଯେ ଏପରିଆସେ ତାହ କେହିବ ଜାଣି ନଥାଏ  | ସମସ୍ତେ ମିଶି ଏକ ଆନନ୍ଦ  ଦାୟକ ପର୍ବ ରେ ସାମିଲ ହୋଇ ଥିଲେ, ଏବଂ ତାର କିଛିକ୍ଷଣ ମଧ୍ୟରେ ଗୋଟିଏ ଘର ର ଦୁଇଜଣ ଙ୍କ ଜୀବନ ଚାଲି ଯାଇଛି |  ଏପରି ହୃଦୟ ବିଦାରକ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଗୋପାଳପୁର ଗାଁରେ ହୋଲି ପର୍ବରେ ବଡ଼ ଅଘଟଣ ଘଟିଛି । ପୋଖରୀରେ ବୁଡି ବାପ ଓ ପୁଅର ମୃତ୍ୟୁ ହୋଇଛି । ହୋଲି ଖେଳି ପୋଖରୀରେ ଗାଧୋଉଥିବା ସମୟରେ ବୁଡି ଯାଇଥିଲେ । ମୃତକ ହେଲେ ନୟାଗଡ଼ ଟାଉନଥାନା ଅନ୍ତର୍ଗତ ଦୁର୍ଗାପ୍ରସାଦ ମୁଣ୍ଡିଆସାହିର ଆଲୋକ ଦଳବେହେରା ଏବଂ ୫ ବର୍ଷର ପୁଅ ଚନ୍ଦ୍ର । ହୋଲି ପର୍ବ ପାଇଁ ଆଲୋକ ଶଶୁର ଘର ଗୋପାଳପୁରକୁ ଯାଇଥିଲେ । ଖେଳିବା ପରେ ଆଲୋକ ତାଙ୍କର ୫ବ ର୍ଷର ପୁଅକୁ ନେଇ ଅପରାହ୍ନ ପ୍ରାୟ ୨ ଟା ସମୟରେ ଘର ନିକଟ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକ ଏବଂ ଗ୍ରାମବାସୀ ଖୋଜିବାକୁ ପୋଖରୀ ନିକଟକୁ ଯିବାବେଳେ ପୋଖରୀ ତୁଠରେ ସେମାନଙ୍କ ଗାମୁଛା ଏବଂ ଚପଲ ପଡିଥିବା ଦେଖିବାକୁ ପାଇଥିଲେ । ପାଣି ଭିତରେ ପଶି ଖୋଜାଖୋଜି କରିବା ପରେ ସମ୍ପର୍କୀୟମାନେ ପୋଖରୀରୁ ଆଲୋକଙ୍କ ମୃତଦେହ ଉଦ୍ଧାର କରିଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପୁଅ ଶିଶୁର ମୃତଦେହକୁ ଉଦ୍ଧାର କରିଥିଲେ । ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି । ଏହାକୁ ନେଇ ଇଟାମାଟି ଥାନାରେ ଏକ ମାମଲା ରୁଜୁ ହୋଇଛି ।

News Comment

You Might Also Like

BACK TO TOP