Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

କେନ୍ଦ୍ର ପର୍ଯ୍ୟଟନ କମିଶନର ଙ୍କ କନ୍ଧମାଳ ଗ୍ରସ୍ତ ||

07-Mar-2026

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ଓଡିଶା ଜନମତ,କନ୍ଧମାଳ, ତା, ୦୭/୦୩:

ସଞ୍ଜୟ କୁମାର ପାଣିଗ୍ରାହୀ):--

  କେନ୍ଦ୍ର ପର୍ଯ୍ୟଟନ ବିଭାଗ କମିଶନର ବଲଵନ୍ତ ସିଂ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବୁଲି ଦେଖିଛନ୍ତି । ଏହାସହ ବ୍ଲକର ମାସରୀପଡ଼ାଠାରେ ଥିବା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଓ ଆଦର୍ଶ ଅଙ୍ଗନବାଡିର ମାନ୍ୟତା ପାଇଥିବା ଆମ ଅଙ୍ଗନବାଡ଼ି କେନ୍ଦ୍ର ବୁଲି ଦେଖିଥିଲେ । କମିଶନର ପ୍ରଥମେ ଫିରିଙ୍ଗିଆରେ ପହଂଚିବା ପରେ ତାଙ୍କୁ ମେଡ଼ିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପରେ କମିଶନର ଫିରିଙ୍ଗିଆ ଠାରେ ଥିବା କାଠ ତିଆରି ଶିଳ୍ପ ତାଲିମ କେନ୍ଦ୍ର ବୁଲି ଦେଖିଥିଲେ । ଏହାପରେ ସେ ମାସରୀପଡ଼ାଠାରେ ଥିବା ଆଦର୍ଶ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ଅଙ୍ଗନବାଡ଼ି କର୍ମୀ ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ । ପରେ ସେ ମାସିରୀପଡ଼ା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ବୁଲି ଦେଖିଥିଲେ । କମିଶନରଙ୍କ ଏହି ଗସ୍ତ ସମୟରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା, ମହିଳା ଓ ଶିଶୁ ବିକାଶ ଅଧିକାରୀ ନିବେଦିତା ପ୍ରଧାନ, ଫିରିଙ୍ଗିଆ ଭାରପ୍ରାପ୍ତ ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ଡ଼. ଗଣେଶ ପ୍ରଧାନ, ବିପିଏମ ହରଗୋବିନ୍ଦ ଜାନି, ବିଡ଼ିଏମ ପ୍ରତ୍ୟୁଷ କାନ୍ତି, ସିଏଚଓ ବିଶ୍ୱଜିତ ପାଢ଼ୀ, ମହିଳା ସ୍ୱାସ୍ଥ୍ୟ କର୍ମୀ ଝିଲି ନାଏକ ପ୍ରମୁଖ ଉପସ୍ଥିତ ଥିବାବେଳେ କନ୍ଧମାଳ ଜିଲ୍ଲାର ପର୍ଯ୍ୟଟନ ବିକାଶ ଉପରେ ଉପସ୍ଥିତ ସମସ୍ତ ପଦାଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ I

News Comment

You Might Also Like

BACK TO TOP