Breaking News

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||     

ବରିଷ୍ଟ ରାଜନେତା ଇ ମଦନ ଗୋପାଳ ଦୋରା ଙ୍କ ଦେହାନ୍ତ |

08-Mar-2026

ବରିଷ୍ଠ ନେତା ମଦନ ଗୋପାଳ ଦୋରାଙ୍କ ଦେହାନ୍ତ।

ଓଡ଼ିଶା ଜନମତ  ସନ୍ତୋଷ କୁମାର ପଣ୍ଡା
ବୁଗୁଡା  ୮/୩/୨୬ : --

ବୁଗୁଡା ବ୍ଳକର ବରିଷ୍ଠ ରାଜନେତା ଗୋଲିଆ ଗ୍ରାମର ଇ.ମଦନ ଗୋପାଳ ଦୋରା ୬୯ ବର୍ଷ ବୟସରେ ୮-୩-୨୬ ତାରିଖ ଦିନ ଭୁବନେଶ୍ୱର କେଏର ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସକାଳ ପ୍ରାୟ ୭ ଟା ସମୟରେ ପ୍ରାଣତ୍ୟାଗ କରିଥିବା ଜଣାପଡିଛି। ତାଙ୍କ ମରଶରୀର ନିକଟରେ ନିଜର ପୁତ୍ର ଇ.ରବୀନ୍ଦ୍ର ଦୋରା, ଧର୍ମପତ୍ନୀ ଇ.ଶିଶୁଳା ଦୋରା, ଝିଅ, ଜୋଇଁ ଓ ଅନ୍ୟ ସମ୍ପର୍କୀୟମାନେ ଉପସ୍ଥିତ ରହି ସ୍ବର୍ଗତ ଦୋରାଙ୍କ ମର ଶରୀରକୁ ପୁରୀ ସ୍ବର୍ଗଦ୍ୱାରକୁ ନେଇ ଶେଷକୃତ୍ୟ ସମ୍ପନ୍ନ କରିଥିଲେ। ୧୯୫୭ ମସିହାରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ମଦନ ବାବୁ ତାଙ୍କ ଦୀର୍ଘ ରାଜନୈତିକ ଜୀବନରେ ଅପ୍ରତିଦ୍ବନ୍ଦି ନେତା ଭାବେ ପରିଚିତ ଥିଲେ। ଜନତା ଦଳ ଓ ବିଜୁ ଜନତା ଦଳରେ ଦୀର୍ଘ ବର୍ଷ ଧରି ବୁଗୁଡା ବ୍ଲକ ସଭାପତି ରହି ନିଜ ଅଞ୍ଚଳରେ ବହୁ ଉନ୍ନୟନ ମୂଳକ କାର୍ଯ୍ୟ କରିବାରେ ସଫଳ ହୋଇଥିଲେ। ସେ ବହୁଥର ସରପଞ୍ଚ ଭାବେ ନିର୍ବାଚିତ ହୋଇଥିବା ବେଳେ ତାଙ୍କ ଧର୍ମପତ୍ନୀ ଇ.ଶିଶୁଳା ଦୋରା ବୁଗୁଡା ବ୍ଳକର ଉପାଧ୍ୟକ୍ଷ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ୨୦୨୪ ସାଧାରଣ ନିର୍ବାଚନ ପରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ ସମର୍ଥନ ଜଣାଇ ସ୍ବର୍ଗତ ମଦନ ବାବୁ ବିଜେପିରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବାବେଳେ ସ୍ଥାନୀୟ ବିଧାୟକ ତଥା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ହସପିଟାଲକୁ ଯାଇ ସ୍ୱାସ୍ଥ୍ୟ ଅବସ୍ଥା ବୁଝିବା ସହ ଡାକ୍ତରମାନଙ୍କୁ ଉତ୍ତମ ଚିକିତ୍ସାଦେବାକୁ ପରାମର୍ଶ ଦେଇଥିଲେ। ତାଙ୍କ ମୃତ୍ୟୁ ଖବର ପାଇ ମନ୍ତ୍ରୀ ଶ୍ରୀ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଓ ବିଶିଷ୍ଟ ବ୍ୟକ୍ତି ବୃନ୍ଦ ଶୋକ ପ୍ରକାଶ କରିବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି।

News Comment

You Might Also Like

BACK TO TOP