Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ଚଳନ୍ତା ବସ ରୁ ଖସି ଯୁବକଙ୍କ ମୃତ୍ୟୁ |

10-Mar-2026

ଚଳନ୍ତା ବସରୁ ଖସି ଯୁବକ ର ମୃତ୍ୟୁ।

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:--

ଶେରଗଡ ଥାନା ଅର୍ନ୍ତଗତ ହାଡିଚିରା ଗ୍ରାମ ର ହାଡୁବନ୍ଧୁ ସେଠୀ ନାମକ ଜଣେ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ ହାଡ଼ୁ ନିଜ ଗ୍ରାମକୁ ଯିବା ପାଇଁ ଲକ୍ଷ୍ମୀ ବସରେ ବଢୁଥିବା ବେଳେ ଶେରଗଡ ନିକଟସ୍ଥ ଶଙ୍ଖ ନିକଟରେ ଖସି ପଡ଼ିଥିଲା। ଯାହା ଫଳରେ ଉକ୍ତ ଲକ୍ଷ୍ମୀ ବସ୍ ତା ଉପରେ ଚଢ଼ି ଯାଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ହାଡ଼ୁ କୁ ଉଦ୍ଧାର କରି ଚିକିତ୍ସା ପାଇଁ ଶେରଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଗୋଟିଏ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛନ୍ତି ଓ ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP