Breaking News

କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||     

ନଦୀରେ ବୁଡି ବୃଦ୍ଧା ଙ୍କ ମୃତ୍ୟୁ |

10-Mar-2026

ନଦୀରେ ବୁଡ଼ି ବୃଦ୍ଧା ଙ୍କ ମୃତ୍ୟୁ,

 ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଆସ୍କା ଉପକଣ୍ଠ ରେ ପ୍ରବାହିତ ବଡ ନଦୀରେ ବୁଡି ସରସ୍ୱତୀ ନାୟକ ନାମ୍ନୀ ଜଣେ ବୃଦ୍ଧା ଙ୍କ ମୃତ୍ୟୁ ଘଟିଛି। ନିକଟସ୍ଥ ମହାରାଜା ପୁର ଗ୍ରାମର ସରସ୍ୱତୀ ଉକ୍ତ ନଦୀରେ ଗାଧୋଇବା ବେଳେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ଭିତରକୁ ବୁଡ଼ି ଯାଇଥିଲେ। ପରିବାର ଲୋକେ ବହୁ ସମୟ ଖୋଜାଖୋଜି କରି ବିଳମ୍ବ ରେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସରସ୍ୱତୀ କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ସରସ୍ୱତୀଙ୍କ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

News Comment

You Might Also Like

BACK TO TOP