Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା |

12-Mar-2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,;--

ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ କାର୍ଯ୍ୟ ସାରିବା ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ .ଗଞ୍ଜାମ ଜିଲ୍ଲାପାଳ ଭି କୀର୍ତ୍ତି ଭାସନ ଙ୍କ ଅଧ୍ୟକ୍ଷତାରେ ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ(ଆଇଜର) କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ସ୍ଥାନୀୟ ସଦ୍ଭାବନା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କ୍ୟାମ୍ପସ୍ ବିସ୍ତାର ପାଇଁ ଅତିରିକ୍ତ ଜମି ଆବଶ୍ୟକତା, କ୍ୟାମ୍ପସ୍ ଉପରେ ସିଆରଜେଡ ଅଞ୍ଚଳର ପ୍ରଭାବ, ପୂର୍ତ୍ତ ବିଭାଗ ପକ୍ଷରୁ ଆଇଜର୍  ମୁଖ୍ୟ ପ୍ରବେଶଦ୍ୱାର ସମ୍ମୁଖରେ ଥିବା ରାସ୍ତାକୁ ପ୍ରଶସ୍ତ କରିବା, ଅବୈଧ ଦଖଲ ହଟାଇବା, ଗୋଳାବନ୍ଧ ରୁ ଆଇଜର ପର୍ଯ୍ୟନ୍ତ ବିକଳ୍ପ ରାସ୍ତା ତିଆରି କରିବା, ଜାତୀୟ ରାଜପଥ ୧୬ର କନିସି ଓ ଡୁମଡୁମି ନିକଟରେ ସାଇନେଜ ଲଗାଇବା, କନିସି –ଆଇଜର ରାସ୍ତାର ପାର୍ଶ୍ୱରେ ଥିବା ଅଚଳ ବିଦ୍ୟୁତ୍‌ ଖୁଣ୍ଟି ଗୁଡିକର ଅପସାରଣ, ରାସ୍ତା ପ୍ରଶସ୍ତ କରିବାରେ ବାଧା ସୃଷ୍ଟି କରୁଥିବା ବିଦ୍ୟୁତ୍‌ ଖୁଣ୍ଟିର ସ୍ଥାନାନ୍ତରଣ, ଷ୍ଟ୍ରିଟ୍‌ ଲାଇଟ୍‌ ଓ ଲ୍ୟାମ୍ପ ପୋଷ୍ଟ ସ୍ଥାପନ, ୱାଟକୋ ପକ୍ଷରୁ ପାଇପ୍‌ଲାଇନ୍‌ର ନିୟମିତ ରକ୍ଷାବେକ୍ଷଣ ଓ ସୁରକ୍ଷା, ଆପାତକାଳୀନ ମରାମତି ପାଇଁ ଅତିରିକ୍ତ ପାଇପ୍‌ଲାଇନ୍‌ ବ୍ୟବସ୍ଥା, ଜରୁରୀ ସମୟରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ ଇତ୍ୟାଦି ବିଷୟରେ ଆଲୋଚନା ହୋଇଥିଲା | 

News Comment

You Might Also Like

BACK TO TOP