Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ବାଲିଗୁଡା ମା "ପାଟ ଖଣ୍ଡା "ଠିକାଦାର ସଂଘର ବୈଠକ |

13-Mar-2026

ବାଲିଗୁଡା ମା ` ପାଟଖଣ୍ଡା ଠିକାଦାର ସଂଘର ବୈଠକ  

ଓଡିଶା ଜନମତ,ବାଲିଗୁଡା, ତା, ୧୩/୩

ସଞ୍ଜୟ କୁମାର ପାଣିଗ୍ରାହୀ :--

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା` ପାଟଖଣ୍ଡା ଠିକାଦାର ସଂଘ ର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁ ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଛି | କନ୍ଧମାଳ ଜିଲ୍ଲା ବିଭିନ୍ନ ସରକାରୀ କାର୍ଯ୍ୟ ଗୁଡିକ ରେ ଠିକା କାର୍ଯ୍ୟ ସଂଘ ର ଅନୁମତି ବିନା ଅନ୍ୟ ଜିଲ୍ଲା ଠିକାଦାର ମାନଙ୍କୁ ବାରଣ କରାଯାଇଛି | ଏଥିରେ ନୂତନ ସଦସ୍ୟ ଗ୍ରହଣ କରାଯିବା ସହିତ ପ୍ରତି ବ୍ଲକ ରୁ ତିନି ଜଣ ସଦସ୍ୟ କାର୍ଯ୍ୟକାରିଣୀ ରେ ସାମିଲ ପାଇଁ ନିଷ୍ପତି ଗ୍ରହଣ କରାଯାଇଛି | ଏଥି ସହିତ ଠିକାଦାର ମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କ ରେ ଆଲୋଚନା କରାଯାଇଛି | ଏହି କାର୍ଯ୍ୟକ୍ରମ ରେ ଦାରିଙ୍ଗବାଡି, କୋଟଗଡ, ତୁମୁଡିବନ୍ଧ, କ.ନୂଆଗାଁ ଏବଂ ବାଲିଗୁଡା ଅଞ୍ଚଳ ର ପ୍ରାୟ ୫୦ ରୁ ଊର୍ଧ୍ଵ ଠିକାଦାର ଯୋଗ ଦେଇଥିଲେ | ଏଥିରେ ସଙ୍ଘ ଉପସଭାପତି ପ୍ରଦୀପ କୁମାର ନାୟକ, ପ୍ରକାଶ ନାୟକ, ସାଧାରଣ ସମ୍ପାଦକ ରଞ୍ଜିତ କୁମାର ସାହୁ, କୋଷାଧ୍ୟକ୍ଷ ଅଭୟ କୁମାର ପାତ୍ର ସମେତ ଦିବାକର ବେହେରା, ଜିତୁ ପାତ୍ର, ସୁଜିତ ପାଳ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

News Comment

You Might Also Like

BACK TO TOP