Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ପୋଖରୀରେ ଗାଧୋଇଲା ବେଳେ ଗୋଡ଼ ଖସି ବୃଦ୍ଧାଙ୍କ ମୃତ୍ୟୁ |

13-Mar-2026

ପୋଖରୀରେ ଗାଧୋଇବ ବେଳ  ବୁଡ଼ି ବୃଦ୍ଧାଙ୍କ ମୃତ୍ୟୁ।

*ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ଘଟିଲା ଅଘଟଣ।
​
ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା ବଶତଃ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ଜଣେ ବୃଦ୍ଧାଙ୍କ ପ୍ରାଣହାନି ଘଟିଛି।ଏଭଳି ଏକ ଶୋକାକୁଳ ପରିବେଶ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଥାନା ଅନ୍ତର୍ଗତ ବାଗବୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।ମୃତକ ହେଲେ ସେହି ଗ୍ରାମର ରାମନାଥ ମହାନ୍ତଙ୍କ ପତ୍ନୀ ମୁଖ ମହାନ୍ତ (୬୫)।​ସୂଚନା ମୁତାବକ,ଆଜି ସକାଳ ପ୍ରାୟ ୯ଟା ସମୟରେ ମୁଖ ମହାନ୍ତ ନିକଟସ୍ଥ ବିଲକୁ ମହୁଲ ଗୋଟାଇବା ପାଇଁ ଯାଇଥିଲେ। ମହୁଲ ସଂଗ୍ରହ ସାରି ଫେରିବା ପରେ ସେ ଶୌଚ ହେବା ସହ ଗାଧୋଇବା ପାଇଁ ଘର ନିକଟସ୍ଥ ଏକ ପୋଖରୀକୁ ଯାଇଥିଲେ। ତେବେ ପୋଖରୀ ତୁଠରେ ଗାଧୋଇବା ସମୟରେ ହଠାତ ତାଙ୍କ ଗୋଡ଼ ଖସିଯାଇଥିଲା,ଫଳରେ ସେ ସମ୍ଭାଳି ନପାରି ଗଭୀର ପାଣି ଭିତରକୁ ଚାଲିଯାଇଥିଲେ।
​କିଛି ସମୟ ପରେ ପୋଖରୀ ହୁଡ଼ାରେ ଛେଳି ଚରାଉଥିବା ଜଣେ ସ୍ଥାନୀୟ ବ୍ୟକ୍ତି ବୃଦ୍ଧାଙ୍କୁ ପାଣିରେ ଭାସୁଥିବା ଦେଖି ଚିତ୍କାର କରିଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ପାଣିରୁ ଉଦ୍ଧାର କରି ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ।ମାତ୍ର ସେଠାରେ କାର୍ଯ୍ୟରତ ଡାକ୍ତର ତାଙ୍କୁ `ମୃତ` ଘୋଷଣା କରିଥିଲେ।​ଘଟଣା ସମ୍ପର୍କରେ ଜାଣିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଜଳେଶ୍ଵର ଜିକେ ହସ୍ପିଟାଲକୁ ପଠାଯାଇଛି।ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

News Comment

You Might Also Like

BACK TO TOP