Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ହାୱାଇ ଦୁର୍ଘଟଣା ରେ ଦୁଇ ଗୁରୁତର

15-Mar-2026

ହାଇବା ଦୂର୍ଘଟଣାରେ ଦୁଇ  ଗୁରୁତର,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ବେଲଗୁଣ୍ଠା ବ୍ଲକ୍ ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ଲୋହରାଖଣ୍ଡି ନଦୀ ହିଡ଼ରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣେ  ଗୁରୁତର ହୋଇଥିବା ସୂଚନା ମିଳିଛି I ସୂଚନା ପ୍ରକାରେ ସୋମନାଥପଲ୍ଲୀର ପ୍ରତାପ ଦାସ ଜଣେ ଟ୍ରାକ୍ଟର୍ ଚାଳକ ଅଟନ୍ତି I ଆଜି ସଂକ୍ରାନ୍ତି ଛୁଟି ଥିବାରୁ ବେଲଗୁଣ୍ଠା ଥାନା ବଲାଡ଼ି ଗ୍ରାମରେ ରହୁଥିବା ନିଜ ସମ୍ପର୍କୀୟ ନିରଞ୍ଜନ ବେହେରାଙ୍କ ଘରକୁ ଯାଇ ମଧ୍ୟାହ୍ନ ସମୟରେ ନିରଞ୍ଜନଙ୍କ ପୁଅ ଜଗନ୍ନାଥ ବେହେରାଙ୍କ ସହିତ ମୋଟରସାଇକେଲ୍ ଯୋଗେ ନିଜ ଗ୍ରାମ ସୋମନାଥପଲ୍ଲୀକୁ ଫେରୁଥିଲେ I ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଜଗନ୍ନାଥ ଏବଂ ପ୍ରତାପ ଏକ ମୋଟରସାଇକେଲ୍ ରେ ନଦୀହିଡ଼କୁ ଉଠିବା ସମୟରେ ପଛପଟୁ ଏକ ହାଇୱା ଟ୍ରକ୍ ଆସି ଜଗନ୍ନାଥଙ୍କ ମୋଟରସାଇକେଲ୍ କୁ ଧକ୍କା ଦେଇଥିଲା I ଫଳରେ ଜଗନ୍ନାଥ ଏବଂ ପ୍ରତାପ ଛିଟିକି ପଡ଼ିଥିଲେ I ଉଭୟେ ତଳେ ପଡ଼ିଯିବା ପରେ ହାଇୱାଟି ଜଗନ୍ନାଥଙ୍କ ଅଣ୍ଟା ଉପରେ ମାଡ଼ିଯାଇଥିଲା I ପରେ ହାଇୱାଟି ପଛକୁ ଖସିବା ସମୟରେ ତଳେ ପଡିଯାଇଥିବା ପ୍ରତାପଙ୍କ ହାତ ଉପରେ  ଚଢ଼ି ଯାଇଥିଲା I ଫଳରେ ଜଗନ୍ନାଥ ଗୁରୁତର ଆହତ ହୋଇଥିବା ବେଳେ ପ୍ରତାପଙ୍କର ମଧ୍ୟ ଗୋଟିଏ ହାତ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି I ଉଭୟଙ୍କୁ ସ୍ଥାନୀୟ ଲୋକେ ପ୍ରଥମେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଓ ପରବର୍ତ୍ତୀ ସମୟରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ଉଭୟ ଗାଡ଼ି କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP