Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ପୋଲାସରା ବ୍ଳକ ଚିରିଗୀ ପଡା ଶାସନ ରେ "ପୁଅ ଜନ୍ମ କରି ପାପ କରିଛି ସାମାଜିକ ନାଟକ ର ବହି ପୂଜା ||

15-Mar-2026

"ପୁଅ ଜନ୍ମ କରି ପାପ କରିଛି" ସାମାଜିକ ନାଟକ ବହିର ପୂଜା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,  ୧୫/୦୩/୨୬:--

 ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ଶ୍ରୀ ଶ୍ରୀ ତୁମ୍ବେଶ୍ବର ନାଟ୍ୟ ସଂସଦ ଯୁବକମାନଙ୍କ ଦ୍ବାରା ଆସନ୍ତା ମେ ମାସ ୦୬/୦୫/୨୬ ତାରିଖ ଦିନ ହେବାକୁ ଥିବା ସାମାଜିକ ନାଟକ "ପୁଅ ଜନ୍ମ କରି ପାପ କରିଛି" ବହିର ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାବା ତୁମ୍ବେଶ୍ବରଙ୍କ ପୀଠରେ ପୁରୋହିତ ଅଭିମନ୍ୟୁ ପାଢ଼ୀ ପୂଜା ଅର୍ଚ୍ଚନା କରି ବହି ପୂଜନ କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଏନ୍ ତ୍ରୀପତି ପାତ୍ର, ସମାଜସେବୀ ତଥା ଆସିକା ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ରଞ୍ଜନ କୁମାର ସାହୁ, କଳାକାର ମାନଙ୍କ ମଧ୍ୟରେ ରୋହିତ ବେହେରୁକ, ବାସୁଦେବ ନାୟକ, ଜିତେନ୍ଦ୍ର କୁମାର ପ୍ରଧାନ, ତୁତୁନୁ ପ୍ରଧାନ, ଜିତେନ୍ଦ୍ର କୁମାର ଜେନା, କଂଗ୍ରେସ ପୋଲାଇ, ଜିତେନ୍ଦ୍ର କୁମାର ସାହୁ, ତୋଫାନ ସାହୁ, କାଳିଆ ନାହାକ, ରଞ୍ଜନ ଜେନା, ନିରାକାର ନାୟକ, ଅଶୋକ ବେହେରୁକ, ବିଶ୍ବପ୍ରତିକ ଜେନା, କୀର୍ତ୍ତି ନାୟକ ସମେତ ଅନ୍ୟ କଳାକାରମାନେ ଉପସ୍ଥିତି ଥିଲେ । ଏହାପରେ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶନାରେ ନାଟକର ପୂର୍ବ ଅଭ୍ୟାସର କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP