Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଗଛରେ ପିଟିହେଲା କାର, ଦୁଇ ଆହାତ ଜଣେ ମୃତ |

15-Mar-2026

ଗଛକୁ ପିଟିହେଲା କାର, ଦୁଇ ଆହାତ, ଜଣେ ମୃତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୧୫/୦୩/୨୬ : --

ଗଞ୍ଜାମ ଜିଲ୍ଲାର ବୁଗୁଡା ପୋଲିସ ଥାନା ଅନ୍ତର୍ଗତ ତାକରଡା ଗ୍ରାମ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ଦୁଇ ଆହାତ ଓ ଜଣେ ମୃତ ହୋଇଥିବା ଜଣାପଡିଛି। ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଓଡ଼ଗାଁ ସହର ଛାମୁସାହିର ଗୋଟିଏ ପରିବାରର ବାପା, ମାଆ, ପୁଅ ଓ ଝିଅ ଚାରିଜଣ ନିଜ କାରରେ ବ୍ରହ୍ମପୁର ଯାଇ ନିଜ ଘରକୁ ଫେରୁଥିବା ବେଳେ  ବୁଗୁଡା ଥାନା ଅନ୍ତର୍ଗତ ତାକରଡା ଗ୍ରାମ ନିକଟରେ  କାରଟି ଗଛକୁ ପିଟି ହୋଇଯାଇଥିଲା। ଘଟଣା ସ୍ଥଳରେ ମାଆ କୁନମୁନ୍ ଚୌଧୁରୀ ଙ୍କ ମୃତ୍ୟୁ ହୋଇଥିବା ବେଳେ ନାବାଳକ ପୁଅ ଦେବାଶିଷ ଚୌଧୁରୀ ଓ ନାବାଳିକା ଝିଅ ଦିବ୍ଯାସୁଂ ଚୌଧୁରୀ ଆହତ ହୋଇଥିଲେ। ୧୦୮ ଆମ୍ବୁଲାନ୍ସ ସାହାଯ୍ୟରେ ବୁଗୁଡା ମେଡିକାଲକୁ  ଅଣାଯାଇଥିଲା। ବାପା ଓ ନାବାଳିକା ଝିଅ ସୁସ୍ଥ ରହିଥିବା ବେଳେ ନାବାଳକ ପୁଅ ଗୁରୁତର ଥିବା ଜଣାପଡିଛି। ଏନେଇ ବୁଗୁଡା ଥାନା କେଶ ନଂ ୧୧୮/୨୬ ପ୍ରକାରେ ଏକ ମାମଲା ରୁଜ୍ଜୁ କରି ଘଟଣା ସ୍ଥଳରେ ପହଞ୍ଚି ଗାଡିକୁ ଜବତ କରିବା ସହ ମୃତ ଦେହକୁ ଜବତ କରି ତଦନ୍ତ ଚାଲୁରହିଛି। ଆଇଆଇସି ସିତାଂଶୁ ଶେଖର ମାନ୍ଧାତାଙ୍କ ନିର୍ଦ୍ଦେଶ କ୍ରମେ ଏଏସଆଇ ସୁମନ୍ତ କୁମାର ବେହେରା ଏହାର ତଦନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି।

News Comment

You Might Also Like

BACK TO TOP