Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଖଲ୍ଲିକୋଟ ରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଉଲ୍ଲାସ ପକ୍ଷରୁ 2ୟ ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ପରୀକ୍ଷା ଅନୁଷ୍ଠିତ |

16-Mar-2026

ଖଲ୍ଲିକୋଟ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ପକ୍ଷରୁ ଦ୍ୱିତୀୟ  ମୈଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ପରୀକ୍ଷା , 

        ଓଡିଶା ଜନ ମତ ବ୍ୟୁରୋ

ଭାରତ ସରକାରଙ୍କ ପ୍ରଣୀତ ଜନ ଶିକ୍ଷା ଅଭିଯାନ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ( ଉଲ୍ଲାସ )ର ମୁଖ୍ୟ ଲକ୍ଷ୍ୟ ଆଭିମୁଖ୍ୟ ନେଇ ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ନୋଡାଲ ଅଧିକାରୀ ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରବିନାରାୟଣ ସେଠୀଙ୍କ ସୁପରିଚାଳନା ସଂଯୋଜନା କ୍ରମେ କ୍ଲଷ୍ଟର ତଥା ବିଦ୍ୟାଳୟ ସ୍ତରୀୟ ଦ୍ୱିତୀୟ ମୈ।ଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ପରୀକ୍ଷା ଆଜି ଆୟୋଜିତ ହୋଇଯାଇଛି ।  ୧୫ ବର୍ଷ ବା ତାହାଠାରୁ ଅଧିକ ସମସ୍ତ ନିରକ୍ଷର ବ୍ୟକ୍ତିଙ୍କୁ ଅକ୍ଷର ଶିକ୍ଷା, ସଂଖ୍ୟା ଜ୍ଞାନ, ସାମାଜିକ ଚଳଣି ସକାଶେ ଦକ୍ଷତା ବୃଦ୍ଧି, ମୈ।ଳିକ ଶିକ୍ଷା, ନିରନ୍ତର ଶିକ୍ଷା, ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ସାମାଜିକ ଅଂଶ ଗ୍ରହଣ ଆଦି ଶିକ୍ଷା ପ୍ରଦାନ ଉପରେ ଆଧାରିତ ଏହି କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବ୍ଲକର ଷୋହଳ ଗୋଟି କ୍ଲଷ୍ଟରର ପରୀକ୍ଷାର୍ଥୀ ଆୟୋଜିତ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି । ଲଙ୍ଗଳେଶ୍ବର, କେଶପୁର, ଦାନପୁର, ଚିକିଲି, ପଥରା, ତାଳପଡା, କୈରାଶି, ଉସ୍ତାପଡା, ଟି. ବାଗଲ ପୁର, କହ୍ନେଇପୁର, ଆଭାସ, ବଧିନୂଆପଲ୍ଲୀ, ସାବୁଳିଆ, କଞ୍ଚଣା, ମଥୁରା, କନକା କ୍ଲଷ୍ଟର ଅଧୀନସ୍ଥ ୧୫୭ ଟି ପରୀକ୍ଷା କେନ୍ଦ୍ରରେ ୫୪୫ ଜଣ ପୁରୁଷ ୯୬୫ ଜଣ ମହିଳା ସର୍ବମୋଟ ୧୫୧୦ ଜଣ ପରୀକ୍ଷା ଦେଇଛନ୍ତି । ଆୟୋଜିତ ପରୀକ୍ଷା ସମ୍ପାଦନରେ ସମସ୍ତ ସି ଆର ସି ସି,  ସ୍ୱେଚ୍ଛାସେବୀ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

ରିପୋର୍ଟ-
ଡକ୍ଟର ଦ୍ବାରିକାନାଥ ମହାରଣା 
ଖଲ୍ଲିକୋଟ, ଗଂଜାମ

News Comment

You Might Also Like

BACK TO TOP