Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଖଲ୍ଲିକୋଟ ବାଣିଆ ମଣ୍ଡଳ ର ପ୍ରଭାରୀ ନିଯୁକ୍ତି ହେଲେ ସ୍ୱପ୍ନା କୁମାରୀ ପ୍ରଧାନ ||

16-Mar-2026

ସ୍ୱପ୍ନା କୁମାରୀ ପ୍ରଧାନ ଙ୍କୁ ବାଣିଆ ତାଳ ପଡା ମଣ୍ଡଳୀର ପ୍ରଭାରୀ ନିଯୁକ୍ତି,

ଓଡିଶା ଜନ ମତ ବ୍ୟୁରୋ

ଖଲିକୋଟ ନିର୍ବାଚନ ମଣ୍ଡଳୀର ବାଣିଆ ତାଳପଡ଼ା ମଣ୍ଡଳର ପ୍ରଭାରୀ ଦାୟୀତ୍ବ ପ୍ରଦାନ କରିଥିବାରୁ ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମହୋଦୟ, ମାନନୀୟ ରାଜ୍ୟ BjP ସଭାପତି ଶ୍ରୀଯୁକ୍ତି ମନମୋହ‌ନ ସାମଲ ମହୋଦୟ, ମାନନୀୟ ରାଜ୍ୟ ସଙ୍ଗଠନ ମନ୍ତ୍ରୀ/ସଂପାଦକ ଶ୍ରୀଯୁକ୍ତ ମାନସ ମହାନ୍ତି ମହୋଦୟ, ମାନନୀୟ ଆସ୍କା ଜିଲ୍ଲା ବିଜେପି ସଭାପତି ଶ୍ରୀଯୁକ୍ତ ବିଜୟ କୁମାର ସ୍ବାଇଁ ମହୋଦୟ,ମାନନୀୟା ସାଂସଦ ଆସ୍କା ଶ୍ରୀମତୀ ଅନିତା ଶୁଭଦର୍ଶନୀ ମହୋଦୟା, ମାନନୀୟ ଆସ୍କା ସାଙ୍ଗଠନିକ ଜିଲ୍ଲାର ସମସ୍ତ ମାନ୍ୟବର ବିଧାୟକ ମହୋଦୟଙ୍କୁ  ତାଙ୍କ ଉପରେ ଭରସା କରି ତାଙ୍କୁ ଏତେବଡ ଦାଇତ୍ୱ  ଦେଇଥିବାରୁ ସେ ସମସ୍ତଙ୍କୁ ଅଶେଷ ଅଶେଷ ଧନ୍ୟବାଦ ସହ କୃତଜ୍ଞତା ଜଣାଇଛନ୍ତି | ଏହାସହ ଆଗାମୀ ଦିନରେ ବାଣିଆ ତାଳପଡ଼ା ମଣ୍ଡଳର ସମସ୍ତ bjp ପଦାଧିକାରୀ, କର୍ମୀଗଣ, ଓ ଜନସାଧାରଣଙ୍କୁ ସାଥିରେ ନେଇ ସଙ୍ଗଠନକୁ ସୁଦୃଢ ଓ ବ୍ୟାପକ କରିବା ପାଇଁ ମୁଁ ଶତପ୍ରତିଶତ ଚେଷ୍ଟା ଜାରି ରଖିବି।

News Comment

You Might Also Like

BACK TO TOP