Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ଜାତୀୟ ଏବଂ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନ ଶୁଣାଣି ଅନୁଷ୍ଠିତ |

16-Mar-2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଜାତୀୟ ମହିଳା ଆୟୋଗ ଓ ରାଜ୍ୟ ମହିଳା ଆୟୋଗଙ୍କ ମିଳିତ  ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି l ଏହି ଜନଶୁଣାଣୀ ଶିବିରରେ ଗଞ୍ଜାମ ଓ ଗଜପତି ଜିଲ୍ଲାର ୨୯ଗୋଟି ମୋକଦ୍ଦମା ଦାୟର ହୋଇଥିଲା l ତନ୍ମଧ୍ୟରୁ ଉଭୟ ଦଳ ପକ୍ଷରୁ ୮ଗୋଟି,ଏକ ପକ୍ଷ ୭ଗୋଟି ଅଭିଯୋଗ ଦାଖଲ କରିଥିବା ୭ଜଣ ଏବଂ ଅନ୍ୟ ଏକ ପକ୍ଷରୁ ୨ଜଣ ଏହିପରି ମୋଟ ୧୭ଗୋଟି ଦଳ ଉପସ୍ଥିତ ଥିଲେ l ସେଥିମଧ୍ୟରୁ ସହମତି କ୍ରମେ ୫ଗୋଟି ଅଭିଯୋଗ ର ସମାଧାନ କରାଯାଇଥିବା ବେଳେ ୩ଗୋଟି ମୋକଦ୍ଦମା ଆରକ୍ଷୀ ଅଧିକ୍ଷକଙ୍କୁ ପ୍ରେରଣ କରାଯାଇଥିଲା l ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କୁ ୪ଟି ଅଭିଯୋଗ ସମାଧାନ ପାଇଁ ପ୍ରେରଣ କରାଯାଇଥିଲା l ପରବର୍ତ୍ତି ଶୁଣାଣି ନିମନ୍ତେ ୫ଜଣ ଙ୍କୁ ନୋଟିସ ପ୍ରେରଣ କରାଯାଇଥିଲା।ଏଥି ସହିତ ନୂତନ ଭାବେ ୩ଟି ମାମଲା ପଞ୍ଜୀକୃତ ହୋଇଥିଲା.    ଏହି ଜନ ଶୁଣାଣି ରେ ଓଡ଼ିଶା ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି,ସଭ୍ୟ ଶ୍ରୀମତୀ ମୁକ୍ତା ସାହୁ , ପରାମର୍ଶଦାତା ଶ୍ରୀମତୀ ବନ୍ଦନା ପଟ୍ଟନାୟକ ଓ ଶ୍ରୀମତୀ ପ୍ରିୟଦର୍ଶିନୀ ଆଚାର୍ଯ୍ୟ, ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି ଉପସ୍ଥିତ ରହିଥିଲେ l

News Comment

You Might Also Like

BACK TO TOP