Breaking News

ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||     

ଦକ୍ଷିଣ ପୁର ଛକ ରେ କାର ଧକ୍କା ରେ ମହିଳା ଙ୍କ ମୃତ୍ୟୁ |

17-Mar-2026

କାର୍ ଧକ୍କାରେ ମହିଳାଙ୍କ ମୃତ୍ୟୁ।

ଓଡିଶା ଜନ ମତ , ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 

ଆଜି ମଧ୍ୟାହ୍ନ ରେ ଦକ୍ଷିଣପୁର ଗ୍ରାମ ଛକରେ   ଗୋଷ୍ଠୀ ମଧ୍ୟରେ ଛକ୍କାପଞ୍ଜା  ଫଳରେ ନିରୀହ ମହିଳାଙ୍କ ଜୀବନ ଚାଲି ଯାଇଛି । କିଛି ଯୁବକ ଆଜି ଏକ କାରରେ  ଭବାନୀ ସାହୁ ଜଣେ ଯୁବକ କୁ ମାରିବା ପାଇଁ ଏକ କାର ଯୋଗେ ଖଣ୍ଡା ଧରି ଆକ୍ରମଣ କରିଥିଲେ । ଭବାନୀ ଜୀବନ ବଞ୍ଚାଇବା କୁ ଦୌଡି ଥିବା ବେଳେ ବରୋଧି ପକ୍ଷ କାର୍ ରେ ଗୋଡାଉ ଥିବା ବେଳେ ରାସ୍ତାରେ ଯାଉଥିବା ଏକ ସ୍କୁଟିକୁ ଧକ୍କା ଦେଇଥିଲେ। ଫଳରେ ଜଣେ ମହିଳା ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP