Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ପୋଲସରା ମୁନିସି ପାଲିଟି ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ||

20-Mar-2026

ପୋଲସରା ମ୍ୟୁନିସିପାଲିଟି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ।

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
 ୨୦/୦୩/୨୬ :--

ଗଞ୍ଜାମ ଜିଲ୍ଲା ପୋଲସରା ମ୍ୟୁନିସିପାଲିଟି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ସ୍ଥାନୀୟ ଲଙ୍ଗଳେଶ୍ୱର କଲ୍ୟାଣ ମଣ୍ଡପ ଠାରେ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି। ପୌରାଧ୍ୟକ୍ଷା ସଂଗୀତା ବେହେରା ଙ୍କ ପୌରାହିତ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ବିଧାୟକ ତଥା ମତ୍ସ୍ୟ ଓ ପଶୁ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ  ଯୋଗଦେଇ ସମାଜରେ ମହିଳା ଙ୍କ ଗୁରୁତ୍ୱ ଉପରେ ଆଲୋଚନା କରିବା ସହ ରାଷ୍ଟ୍ରର ବିକାଶ ଏବଂ ଦେଶର ଅଗ୍ରଗତି ପାଈଁ ମହିଳାଙ୍କ ଭୂମିକା ଏବଂ ଅବଦାନ ଯଥେଷ୍ଟ ରହିଥିବା ମନ୍ତ୍ରୀ ନିଜ ଅଭିଭାଷଣ ରେ କହିଥିଲେ ଏବଂ ନାରୀ ର ସୁରକ୍ଷା ଏବଂ ସ୍ୱାବଲମ୍ବୀ କରାଇବା ପାଈଁ ସରକାର ବହୁତ କିଛି ଯୋଜନା ଆପଣାଇ ଥିବା ମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ସମାଜରେ ନାରୀ ବିନା କିଛି ମଧ୍ୟ ସମ୍ଭବ ନୁହେଁ ବୋଲି ଅଧକ୍ଷା ସଂଗୀତା ବେହେରା କହିଥିଲେ। ଏହି ଅବସରରେ ପୌରପାଳିକା ର ସମସ୍ତ ମହିଳା କର୍ମଚାରୀଙ୍କ ଦ୍ୱାରା ବିଭିନ୍ନ ପ୍ରକାର ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବେଲୁନ ବଲ,ଚାମଚ ବାଟି,ଗ୍ଳାସ ବେଲୁନ ବେଲେନ୍ସ,ସଂଗୀତ, ହୁଳହୁଳି, ମ୍ୟୁଜିକ ଡାନ୍ସ, ବକୃତା ପ୍ରତିଯୋଗିତା, ସୋଲ ଡ୍ୟାନ୍ସ ଖେଳ ଭଳି ବିଭିନ୍ନ ପ୍ରତିଯୋଗିତା ରେ ଅଙ୍ଗନବାଡି କର୍ମୀ, ସ୍ୱଚ୍ଛ ସାଥି କର୍ମଚାରୀ, ସଫେଇ କର୍ମଚାରୀ ଓ ବିଭିନ୍ନ ଗ୍ରୁପ ର ସଦସ୍ୟା ଅଂଶଗ୍ରହଣ କରିଥିଲେ। ପରିଶେଷରେ ସମସ୍ତ ପ୍ରତିଯୋଗୀ ଙ୍କୁ ମନ୍ତ୍ରୀଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଅତିଥି ମାନଙ୍କ ମଧ୍ୟରେ ପୌରପାଳିକା ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା,ଏସଡିପିଓ ସୁଜିତ କୁମାର ନାୟକ,କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ଜେନା,ଏଟିଓ ରମେଶ ଚନ୍ଦ୍ର ମଲ୍ଲିକ, ପୂର୍ବତନ ଅଧ୍ୟକ୍ଷ ପ୍ରଫୁଲ୍ଲ ପ୍ରଧାନ,ଯୁବନେତା ପ୍ରଭାକର ପଣ୍ଡା,ମୋତିରାମ ସାହୁ, ଥାନା ଏସଆଇ ମିଲନ କୁମାରୀ ପ୍ରଧାନ,ଏଏସଆଇ କଳ୍ପନା  ପ୍ରଧାନ ସମେତ ପୌରପରିଷଦର ସମସ୍ତ କାଉନସିଲର ଉପସ୍ଥିତ ଥିଲେ। ସମସ୍ତ ଅତିଥି ବୃନ୍ଦଙ୍କୁ ପୌର ପରିଷଦ ପକ୍ଷରୁ ସମ୍ମାନିତ କରାଯାଇଥିଲା।

News Comment

You Might Also Like

BACK TO TOP