Breaking
News
Breaking
News
20-Mar-2026
ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକ ର ମୃତ୍ୟୁ।
ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,
ଦିଗପହଣ୍ଡି ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାରାୟଣ ପୁର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ନିକଟସ୍ଥ ଦକ୍ଷିଣ ପୁର ଗ୍ରାମର ପି ଜଗନ୍ନାଥ ରେଡ଼ି ନାମକ ଜଣେ ଯୁବକ ର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ନିଜ ବାଙ୍କେଶ୍ଵରୀ ମନ୍ଦିର ରୁ ଦର୍ଶନ କରି ଗାଁ କୁ ଫେରୁଥିବା ବେଳେ ଉକ୍ତ ହାଇୱ। ଟ୍ରକ୍ ସହିତ ମୁହାଁମୁହିଁ ଧକ୍କା ଫଳରେ ଘଟଣାସ୍ଥଳରେ ଗୁରୁତର ଅବସ୍ଥାରେ ପଡ଼ି ଯାଇଥିଲା। ସ୍ଥାନୀୟ ଲୋକେ ଗୁରୁତର ଯୁବକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଉଭୟ ଟ୍ରକ୍ ଓ ମୋଟରସାଇକେଲ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
BACK TO TOP