Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଖୋର୍ଦ୍ଧା ଏସପି ଙ୍କୁ ସମ୍ବର୍ଦ୍ଧିତ କଲେ ପୋଲିସ ମହାନିର୍ଦେଶକ |

20-Mar-2026

ଖୋର୍ଦ୍ଧା ଏସପି  ବିବେକାନନ୍ଦ ଶର୍ମା ଙ୍କୁ ସଂମ୍ମାନିତ କଲେ ପୋଲିସ ମହାନିର୍ଦ୍ଧେଶକ ଯୋଗେଶ ବାହାଦୁର ଖୁରାନିଆ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ବର୍ତମାନ ଦାୟିତ୍ୱ ରେ ଥିବା ଖୋର୍ଦ୍ଧା ଏସପି ବିବେକାନନ୍ଦ ଶର୍ମା ଙ୍କୁ ଆଜି ସଂମ୍ମାନପତ୍ର  ମିଳିଛି l  ସୂଚନା ଅନୁସାରେ ରାୟଗଡା ଜିଲ୍ଲାରେ ଆରକ୍ଷୀ ଅଧୀକ୍ଷକ ଥିବା ସମୟରେ ପଦମପୁର ଥାନା ମାମଲା ନମ୍ବର ୧୪୪/୨୦୨୨ ଧାରା ୨୦(ଖ)(୨)(ଗ)/୨୯ ଏନଡିପିଏସ୍ ଆଇନ, ୧୯୮୫ ରେ ଶ୍ରୀ ଶର୍ମା  ସକ୍ରିୟ ସହିତ ପର୍ଯ୍ୟବେକ୍ଷଣ, ଦକ୍ଷତା ଓ ନିଷ୍ଠାପୂର୍ଣ୍ଣ କାର୍ଯ୍ୟ ଶୈଳୀ  ଫଳରେ ମୁଦାଲାମାନେ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇଥିଲେ l ଯାହା ଫଳରେ ଅଭିଯୁକ୍ତମାନଙ୍କୁ ୧୦ ବର୍ଷ ପାଇଁ ସଶ୍ରମ କାରାଦଣ୍ଡ (RI) ଏବଂ ୧ ଲକ୍ଷ ଟଙ୍କା ଜରିମାନା କରାଯାଇଛି। ଶ୍ରୀ ଶର୍ମା ତଦନ୍ତ ପ୍ରକ୍ରିୟାର ପ୍ରତ୍ୟେକ ପର୍ଯ୍ୟାୟରେ ସଠିକ୍ ନିର୍ଦ୍ଦେଶନା, ତଦନ୍ତ ଅଧିକାରୀଙ୍କୁ ସମୟୋପଯୋଗୀ ପରାମର୍ଶ, ଦ୍ଵାରା ମାମଲାଟି ନ୍ୟାୟାଳୟରେ ସଫଳ ନିଷ୍ପତ୍ତି  ହୋଇପାରିଥିଲା । ଏହି ସଫଳତା ମାଦକଦ୍ରବ୍ୟ ବିରୋଧୀ ଅଭିଯାନକୁ ଅଧ‌ିକ ସୁଦୃଢ଼ କରିବା ସହିତ ଅନ୍ୟ ଅଧିକାରୀ ମାନଙ୍କୁ ଆଗାମୀ ଦିନରେ ଉତ୍ସାହିତ କରିବା  ସହିତ ବିଭାଗ କୁ  ଦୃଢ଼ ବିଶ୍ୱାସଦେଇଛି l ଏହି ସଫଳତା କାର୍ଯ୍ୟ ଦକ୍ଷତା ନିମନ୍ତେ ଏସପି ଶ୍ରୀ ବିବେକାନନ୍ଦ ଶର୍ମା ଙ୍କୁ ଆଜି 
ରାଜ୍ୟ ପୋଲିସ ମହାନିର୍ଦ୍ଧେଶକ ଯୋଗେଶ ବାହାଦୁର ଖୁରାନିଆ ସଂମ୍ମାନିତ କରିଛନ୍ତି l ଆଜି ଭୁବନେଶ୍ୱର ଠାରେ ଏହି ସଂମ୍ନାନ ପତ୍ର ପାଇବା ପରେ ଖୋର୍ଦ୍ଧା ପୋଲିସ ପକ୍ଷରୁ ଏସପି ଶ୍ରୀ ଶର୍ମା  ଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଖୋର୍ଦ୍ଧା  ପୋଲିସ କର୍ମଚାରୀଙ୍କ ମନୋବଳ ବଢିଛି l

News Comment

You Might Also Like

BACK TO TOP