Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ବ୍ଳକ ସ୍ତରୀୟ କଳାକାର ସମାବେଶ ନିମନ୍ତେ ପ୍ରସ୍ତୁତି ବୈଠକ |

20-Mar-2026

ବ୍ଲକ ସ୍ତରୀୟ କଳାକାର ସମାବେଶ ନିମନ୍ତେ ପ୍ରସ୍ତୁତି ବୈଠକ,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

କଳା ଓ କଳାକାର ହିତୈଷୀ ମହାମଞ୍ଚ "ବେଲଗୁଣ୍ଠା ବ୍ଲକ ବରିଷ୍ଠ କଳାକାର ସଂଘ" ପକ୍ଷରୁ ଏକ କଳାକାର ସମାବେଶ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମ୍ପାଦକ ରଞ୍ଜିତ କୁମାର ପାତ୍ର ସ୍ୱାଗତ ଭାଷଣ କ୍ରମରେ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି ଅବସରରେ ଚଳିତ ମାର୍ଚ୍ଚ ୨୫ ତାରିଖରେ ସମାବେଶ ବେଲଗୁଣ୍ଠା ଠାରେ ଅନୁଷ୍ଠାନ ନିମନ୍ତେ ସ୍ଥିର କରାଯାଇଥିଲା। ତଦନୁସାରେ ଉକ୍ତ ଦିନ ପୂର୍ବାହ୍ନ ନଅ ଘଟିକା ସମୟରେ ବ୍ଲକ ଛକ ଠାରୁ କଳାକାର ଶୋଭାଯାତ୍ରା ବାହାରି ବ୍ଲକ ଅଭିମୁଖେ ଯାତ୍ରା ସହ ସେଠାରେ ଉଭୟ କଳା ଓ କଳାକାରଙ୍କ ହିତ ନିମନ୍ତେ ନଅ ଦଫା ସମ୍ବଳିତ ଦାବିପତ୍ର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରାଯିବ। ତତ୍ପରେ ନେଟଗାଁ ସ୍ଥିତ ଗୁପ୍ତେଶ୍ଵର ମନ୍ଦିର ପରିସରରେ ଏକ ସାଂସ୍କୃତିକ ସଭା ଅନୁଷ୍ଠିତ ହେବ। କଳାକାର ଶୋଭାଯାତ୍ରାରେ ବେଲଗୁଣ୍ଠା ଏବଂ ନିକଟବର୍ତ୍ତୀ ବ୍ଲକର କଳାକାରମାନେ ବିଭିନ୍ନ ବେଶଭୁଶାରେ ସଜ୍ଜିତ ହୋଇ ଶୋଭାଯାତ୍ରାରେ ଅଂଶ ଗ୍ରହଣ ନିମନ୍ତେ ସଂଘ ତରଫରୁ ଆହ୍ୱାନ ଦିଆଯାଇଛି। ସର୍ବଶ୍ରୀ ଶିବ ରାଉତ, ରାଜେନ୍ଦ୍ର ଗୌଡ଼, ଗନ୍ଦି ସ୍ବାଇଁ, ନାରାୟଣ ଗୌଡ଼, ପ୍ରଫୁଲ୍ଲ ଭୂୟାଁ, ରମେଶ ଗୌଡ଼, କାହ୍ନୁ ଚରଣ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥଲେ।
ଏହି ପରିପ୍ରେକ୍ଷୀରେ ବରିଷ୍ଠ କଳାକାର ସଂଘ ସଭାପତି ଡଃ ତିରୁପତି ସାହୁ ଓ ସମ୍ପାଦକ ସୁବାସ ସାହୁ ଭିଡିଓ କନଫରେନ୍ସ ମାଧ୍ୟମରେ ଶୁଭେଚ୍ଛା ଓ ଶୁଭକାମନା ସହ କଳାକାର ସଂଘ ର ଭାଇଚାରା ବଜାୟ ରଖିବା ପାଇଁ ଉପଦେଶ ଦେଇଥିଲେ।

News Comment

You Might Also Like

BACK TO TOP