Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ |

20-Mar-2026

ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ପଖାଳ  ଦିବସ ପାଳିତ, 

ଓଡିଶା ଜନ ମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ, 

ଓଡ଼ିଶା ସରକାର, ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି  ଜିଲ୍ଲାପରିଷଦ କାର୍ଯ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅମ୍ରିତ୍ ଋତୁରାଜ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ ହୋଇଯାଇଅଛି l ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି  ରୁପଶ୍ରୀ ରାଣୀ ଗୁମାନସିଂହ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ଉପସଭାପତି ଗୋପୀନାଥ ମହାରଣା, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ , ପ୍ରତାପ ଚନ୍ଦ୍ର ବେଉରା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ ପ୍ରମୁଖ ଯୋଗ ଦେଇଥିଲେ l ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ  ରାଜ୍ୟ ସଦର ମହକୁମା ପାନ୍ଥ ନିବାସରୁ ଆଭାସିରେ ଯୋଡ଼ି ହୋଇ ଖୋର୍ଦ୍ଧା ଜିଲ୍ଲାର  ପଖାଳ ଦିବସ ପାଳନ କୁ ଅନୁଧ୍ୟାନ କରିବା ସହ ରାଜ୍ୟର ସମସ୍ତ ଜିଲ୍ଲା , ଦେଶର ମୁମ୍ବାଇ, ଜାମସେଦପୁର, ଗହ୍ୱାଟି ଆଦି ଚଉଦ ଗୋଟି ନଗରୀ ଓ ବିଶ୍ଵର ଆମେରିକା ଦେଶ ସହ ଛଅ ଗୋଟି ଦେଶ ସହ ଏହି ପଖାଳ ପର୍ବ ଦିବସ ରେ ଆଭାସିରେ ଯୋଡ଼ି ହୋଇ ପଖାଳ ଆମ ଓଡିଆଙ୍କ ଅସ୍ମିତା ର ପରିଚୟ ବହନ କରେ ବୋଲି ଅଭିଭାଷଣ ରଖି ଏହାକୁ ବିଶ୍ଵର ସମଗ୍ର ଦେଶରେ ପରିଚିତ କରାଇ ଜଗନ୍ନାଥ ସଂସ୍କୃତିରେ ମହାପ୍ରଭୁଙ୍କ ନୈବେଦ୍ୟ ପଖାଳ ପର୍ବକୁ ଆମ ଓଡିଶାର ଜନସାଧାରଣ ମାନେ ବିଶ୍ଵର କୋଣ ଅନୁକୋଣରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ଆହ୍ଵାନ ଦେଇଥିଲେ l ଜିଲ୍ଲା ସ୍ତରୀୟ ପଖାଳ ପର୍ବ ଦିବସ କୁ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ ପ୍ରତ୍ୟକ୍ଷ ପରିଚାଳନା କରିଥିବା ବେଳେ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ସୁସ୍ମିତା ପ୍ରଧାନ ସହଯୋଗ ପ୍ରଦାନ କରିଥିଲେ l ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା, ପଂଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା, ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ଅଧ୍ୟକ୍ଷ ଅଧ୍ୟକ୍ଷା, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବି ଡି ଓ ଏବଂ ତହସିଲଦାର, ସମସ୍ତ ଡେପୁଟୀ କଲେକ୍ଟର, ଆସିଷ୍ଟାଣ୍ଟ କଲେକ୍ଟର , ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମସ୍ତ ଅଧିକାରୀ ଏବଂ କର୍ମଚାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ସମେତ ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ l ପରିଶେଷରେ ସମସ୍ତେ ଓଡ଼ିଶାର ପାରମ୍ପାରିକ ଖାଦ୍ୟ ପଖାଳ ଓ ତତ୍ ସହ ବିଭିନ୍ନ ପ୍ରକାର ସୁସ୍ୱାଦୁ ବ୍ୟଞ୍ଜନ ଭୋଜନ କରିଥିଲେ l

News Comment

You Might Also Like

BACK TO TOP